3 ମୁଇ କଇଲା ବିସଇ ସେମନ୍ ରାଜି ଅଇଲାଇ । କାଇକେବଇଲେ ମର୍ ସାଙ୍ଗ ତିତସ୍, ଗଟେକ୍ ଗିରିକ୍ ଲକ୍ ଅଇରଇଲେ ମିସା, ତାକେ ସୁନତ୍ ଅ ଆକା ବଲି ବାଦିଅ କରତ୍ ନାଇ ।
ଆମେ ସୁନ୍ଲୁନି ଜେ, ଆମର୍ ଦଲେଅନି କେତେ ଲକ୍ ତମର୍ଟାନେ ଆସି, ଜାଇଜାଇଟା ସିକାଇଆଚତ୍, ତେଇଅନି ସେମନ୍ ତମ୍କେ କଚପଚ ଆରି ତେରେପେତେ କଲାଇଆଚତ୍ । ମାତର୍ ଆମେ ସେମନ୍କେ ସେନ୍ତାରି କର୍ବାକେ, କାଇମିସା ଆଦେସ୍ ଦେଉନାଇ ।
ପାଉଲ୍ ତାର୍ ସଙ୍ଗ୍ ତିମତିକେ ନେବାକେ ମନ୍ କଲା, ସେଟାର୍ପାଇ ଜିବା ଆଗ୍ତୁ ମସାର୍ ନିୟମ୍ ଇସାବେ ତାକେ ସୁନତ୍ କଲା । ଜେନ୍ତିକି ସେ ଜାଗାର୍ ଜିଉଦିମନ୍ ତାକେ ନିନ୍ଦା ନ କରତ୍ । କାଇକେବଇଲେ ତେଇର୍ ଲକ୍ମନ୍ ତିମତିର୍ ବାବା ଗିରିକ୍ ଲକ୍ ବଲି ଜାନିରଇଲାଇ ।
ମାତର୍ ଆମର୍ ବାଇ ତିତସ୍କେ ବେଟ୍ ନ ଅଇଲି ଜେ ମର୍ ମନେ ମନେ ବେସି ଚିନ୍ତା ରଇଗାଲା । ତେବର୍ ପାଇ ମୁଇ ତେଇର୍ ଲକ୍ମନ୍କେ ଗାଲିନିବେ ବଲି ତେଇଅନି ମାକିଦନିଆଇ ଉଟିଗାଲି ।
ଚଉଦ ବରସ୍ ପଚେ ବର୍ନବାର୍ ସଙ୍ଗ୍ ମୁଇ ଜିରୁସାଲମେ ବାଉଡିଆଇଲି । ଆମର୍ ସଙ୍ଗ୍ ତିତସ୍କେ ମିସା ଡାକି ନେଇରଇଲୁ ।
କାଇକେବଇଲେ ଦିମା ଏବେ ମକେ ଚାଡିକରି ତେସଲନିକି ଗାଲାଆଚେ । ସେ ଏ ଜଗତର୍ ବିସଇ ଅଦିକ୍ ମନ୍ କଲାନି । କର୍ସିନ୍ ଗାଲାତିଆଇ ଗାଲା, ଆରି ତିତସ୍ ଦୁଲ୍ମତି ଗାଲା ।
ଏ ତିତସ୍, ତର୍ପାଇ ମୁଇ ଏ ଚିଟି ଲେକ୍ଲିନି । ଆମେ ଜିସୁକିରିସ୍ଟକେ ବିସ୍ବାସ୍ କଲାର୍ପାଇ ତୁଇ ମର୍ ନିଜର୍ ପଅପାରା ଅଇ ଆଚୁସ୍ । ବାବା ପର୍ମେସର୍କେ ଆରି ଆମର୍ ଉଦାର୍କାରିଆ ଜିସୁକିରିସ୍ଟକେ ମୁଇ ବାବୁଜିଆ କଲିନି, ସେମନ୍ ତକେ ଦୟା ଦେକାଅତ୍ ଆରି ସାନ୍ତି ଦେଅତ୍ ।