ଗାଲାତିୟ 2:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ । အခန်းကိုကြည့်ပါ။ |
ମୁଇ ଜିବାବେଲେ ବାଟେ, ମର୍ ମୁଆଟେ କେତେକ୍ କେତେକ୍ ବିପଦ୍ ଆଇଲା । ଜେନ୍ତିକି, ବନିଆର୍ ବିପଦେ, ଚର୍ମନର୍ ବିପଦେ, ମର୍ ଜିଉଦି ବାଇମନର୍ ବିପଦେ, ଜିଉଦି ନ ଅଇଲା ଲକ୍ମନର୍ ବିପଦେ, ସଅରେ ଅଇରଇବା ବିପଦେ, କିନରା ଜାଗା ମନର୍ ବିପଦେ, ଡଙ୍ଗରର୍ ଜଁତ୍ ଜିଆଦ୍ ମନର୍ ବିପଦେ, ସମ୍ଦୁରେ ବନିଆ ଆଇଲାବେଲର୍ ବିପଦେ ଆରି କିରିସ୍ଟର୍ ବିସ୍ବାସିମନ୍ ବଲି ନାଡାଇ ଅଇରଇବା ଲକ୍ମନର୍ ବିପଦେ ।
ଏ ଆଲାଦର୍ ବାଇବଇନିମନ୍, ଜଦି କେ ମିସା ପର୍ମେସରର୍ ଆତ୍ମା ମର୍ଟାନେ ଆଚେ, ବଲି କଇବା ଲକ୍ମନର୍ କାତା ବିସ୍ବାସ୍ କର୍ବାର୍ ନାଇ । ମାତର୍ ସେନ୍ତାରି ଲକର୍ଟାନେ ସତଇସେ ପର୍ମେସରର୍ ଆତ୍ମା ଆଚେ କି ନାଇ ଜାନ୍ବାକେ ମନ୍ଦିଆନ୍ ଦେଇ ସେ କଇବା କାତା ପରିକା କର୍ବାର୍ ଆଚେ । କାଇକେବଇଲେ ମିଚ୍ କାତା ସିକାଉମନ୍ ବେସି ଲକ୍ ବାରଇଆଚତ୍ । ପର୍ମେସରର୍ ଟାନେଅନି ମିଲାଇଲା କବର୍ ବଲି ସବୁବାଟେ ଗାଲାଇ ଆଚତ୍ ।
କାଇକେବଇଲେ ବିସ୍ବାସି ବଲି କେତେକ୍ ନାଡାଇବା ଲକ୍ କେ ନାଜାନ୍ତେ ପୁରିଆଚତ୍ । ଏ ଲକ୍ମନ୍ ପାଇବା ଡଣ୍ଡ୍ ଆଗର୍ କାଲେଅନି ସାସ୍ତରେ ଲେକାଅଇଆଚେ । ଏ ଲକ୍ମନ୍ ପର୍ମେସରର୍ ଅଦିକାର୍ ନାମତ୍ନାଇ । ଆମର୍ ପର୍ମେସର୍ ଦରମ୍ଟା ବଲି ଲକ୍ମନ୍ ଜେନ୍ତାର୍ ସେନ୍ତାର୍ ବେସିଆ କାମ୍ କଲେମିସା କାଇଟା ନଏଁ ବଲି କଇଲାଇନି । ମାପ୍ରୁ ଜିସୁକିରିସ୍ଟସେ ଆମର୍ ମାଲିକ୍ ବଲି ସେମନ୍ ନାମତ୍ନାଇ ।