ଗାଲାତିୟ 3:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏ ବକୁଆ ଗାଲାତିଅମନ୍ ! କେ ତମ୍କେ ଏନ୍ତାରି ବୁଲ୍ ସିକିଆ ଦେଇ ଚଟ୍ପଟ୍ କରାଇଲାନି ? ତମର୍ ମୁଆଟେ ତା କୁର୍ସେ ମରିରଇବା ଜିସୁ କିରିସ୍ଟର୍ ବିସଇ ଅର୍ସା ସଙ୍ଗ୍ ବାତାଇ ଦେଇଆଚୁ । အခန်းကိုကြည့်ပါ။ |
ମାତର୍ ଏ ବାଇବଇନିମନ୍, ମୁଇ ଆଜିକେଜାକ ଜିଉଦି ନ ଅଇଲା ଲକ୍ମନ୍ ବିସ୍ବାସ୍ କଲେ ମିସା, ସୁନତ୍ କର୍ବାର୍ ଆଚେ ଆକା ବଲି ସିକାଇଲିନି ପନି । ମୁଇ ଏନ୍ତାରି ସିକାଇଲିନି ବଲି, କେତେକ୍ ଲକ୍ମନ୍ କଇବୁଲ୍ଲାଇନି । ସେନ୍ତାର୍ଆଲେ ମୁଇ ଏବେ ମିସା କାଇକେ ନିନ୍ଦା ପାଇଲିନି ? ତେବେ ମୁଇ କିରିସ୍ଟର୍ କୁରୁସ୍ ବିସଇ ଜାନାଇବାଟା ସୁନିକରି ଜିଉଦିଲକ୍ମନ୍ ରିସା ନ ଅଇତାଇ ।