ଗାଲାତିୟ 3:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ଜନ୍ ଲକ୍ମନ୍ ରିତିନିତିର୍ ନିୟମ୍ ମାନ୍ଲୁନି ବଲି ବଡ୍ପନ୍ ଅଇବାଇ, ସେମନ୍ ସାଇପ୍ ପାଇବାଇ । କାଇକେ ବଇଲେ ଦରମ୍ସାସ୍ତରେ ଲେକାଆଚେ, “ମସାର୍ ନିୟମ୍ ବଇଟାନେ ଜାଇଟା ସବୁ ଲେକାଅଇଲା ଆଚେ, ଜଦି କେ ସେଟା ପୁରାପୁରୁନ୍ ନ ମାନେ, ସେ ପରମେସରର୍ ସାଇପ୍ ପାଇସି ।” အခန်းကိုကြည့်ပါ။ |
ଅଇଲେ ମିସା ଆମେ ଜାନୁ, ମସାର୍ ନିୟମର୍ ଦାବି ପୁରାପୁରୁନ୍ କଲେ ନଏଁ, ମାତର୍ ଉଜେ ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲେ, ଗଟେକ୍ ଲକ୍ ପରମେସରର୍ ମୁଆଟେ ଦସ୍ ନ ରଇବା ଲକ୍ ବଲାଇଅଇସି । ତାର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାକେ, ଆମେ ଜିଉଦିମନ୍ ମିସା ଜିସୁକିରିସ୍ଟକେ ବିସ୍ବାସ୍ କଲୁନି । କାଇକେବଇଲେ ପର୍ମେସରର୍ ମୁଆଟେ କେମିସା ନିୟମ୍ ମାନ୍ବା ଲକ୍ ଦରମ୍ ବଲି ଏଜାଇ ନ ଅଅତ୍ ।