ଗାଲାତିୟ 3:11 - ସତିଅର୍ ବାଟ୍ ନୁଆ ନିୟମ୍ 202011 ଏଟା ନିକସଙ୍ଗ୍ ଜାନାପଡ୍ଲାନି । ରିତିନିତିର୍ ନିୟମ୍ ମାନିକରି କେ ମିସା ପର୍ମେସରର୍ ମୁଆଟେ ଦରମ୍ ବଲାଇଅଇ ନ ଅଅତ୍ । କାଇକେବଇଲେ ଦରମ୍ ଲକ୍ ବିସ୍ବାସର୍ ଲାଗି ବଁଚ୍ବାଇ । အခန်းကိုကြည့်ပါ။ |
ଅଇଲେ ମିସା ଆମେ ଜାନୁ, ମସାର୍ ନିୟମର୍ ଦାବି ପୁରାପୁରୁନ୍ କଲେ ନଏଁ, ମାତର୍ ଉଜେ ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲେ, ଗଟେକ୍ ଲକ୍ ପରମେସରର୍ ମୁଆଟେ ଦସ୍ ନ ରଇବା ଲକ୍ ବଲାଇଅଇସି । ତାର୍ ମୁଆଟେ ଦରମ୍ ଲକ୍ ବଲାଇଅଇବାକେ, ଆମେ ଜିଉଦିମନ୍ ମିସା ଜିସୁକିରିସ୍ଟକେ ବିସ୍ବାସ୍ କଲୁନି । କାଇକେବଇଲେ ପର୍ମେସରର୍ ମୁଆଟେ କେମିସା ନିୟମ୍ ମାନ୍ବା ଲକ୍ ଦରମ୍ ବଲି ଏଜାଇ ନ ଅଅତ୍ ।