ଗାଲାତିୟ 3:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ଅବ୍ରାଆମ୍ ଜନ୍ ଆସିର୍ବାଦ୍ କର୍ବାକେ ସପତ୍ କରିରଇଲା ଜିଉଦି ନଇଲା ଲକ୍ମନ୍ ମିସା ସେଟା ପାଇବାଇ, ସେଟାର୍ ପାଇ କିରିସ୍ଟ ଏ କାମ୍ କଲାଆଚେ । ସେଟାର୍ ପାଇ ବିସ୍ବାସ୍ କରି ଆମେ ମିସା ପରମେସରର୍ କାତା ଦେଲା ଇସାବେ ସୁକଲ୍ଆତ୍ମା ପାଇପାରୁ । အခန်းကိုကြည့်ပါ။ |