ଗାଲାତିୟ 3:16 - ସତିଅର୍ ବାଟ୍ ନୁଆ ନିୟମ୍ 202016 ସେନ୍ତାର୍ସେ ପର୍ମେସର୍ ଅବ୍ରାଆମ୍ ଆରି ତାର୍ ନାତିତିତିକେସେ ସପତ୍ ଦେଇରଇଲା । ଏ ବିସଇନେଇ ନାତିତିତିମନ୍ ବଲି ସାସ୍ତରେ ଲେକାରଇବାଟା, ଅବ୍ରାଆମର୍ ସବୁ ନାତିତିତିମନ୍କେ କଏନାଇ । ମାତର୍ ଗଟେକ୍ ଲକ୍କେସେ କଇଲାଆଚେ । ଜେ କି କିରିସ୍ଟ । အခန်းကိုကြည့်ပါ။ |
କିରିସ୍ଟର୍ ବିସଇଟାନେ ରଇବା ସତ୍ ସିକିଆ ଚାଡିଦେଲାଇ ଆଚତ୍ । କିରିସ୍ଟ ଜେ କି ଗାଗଡର୍ ମୁଣ୍ଡ୍ ଅଇଆଚେ । ମୁଣ୍ଡ୍ ଜେନ୍ତାର୍କି ଗାଗଡ୍କେ ବାଟ୍ ଦେକାଇସି, ସେନ୍ତାରିସେ ତାର୍ ଲକ୍ମନ୍ ଗଟେକ୍ ଅଇରଇବାକେ କିରିସ୍ଟ ବାଟ୍ ଦେକାଇସି । ଗାଗଡର୍ ସନ୍ଦି ଆରି ଚିର୍ ଗାଗଡ୍କେ ଗଟେକ୍ କରି ସଙ୍ଗଇଲାପାରା । ଆରି ପର୍ମେସର୍ ମନ୍କଲାପାରା ସେଟା ବଡ୍ସି ।