ଗାଲାତିୟ 3:17 - ସତିଅର୍ ବାଟ୍ ନୁଆ ନିୟମ୍ 202017 ମର୍ କଇବାର୍ ଅରତ୍ ଅଇଲାନି, ପରମେସର୍ ଅବ୍ରାଆମର୍ ସଙ୍ଗ୍ ଗଟେକ୍ ରାଜିନାମା ତିଆର୍ କରିରଇଲା, ଆରି ସେଟା ମାନ୍ବାକେ ସପତ୍ କରିରଇଲା । ଜନ୍ ନିୟମ୍ ଚାରି ସଅ ତିରିସ୍ ବରସ୍ ପଚେ ଦିଆଅଇଲା, ସେ ନିୟମର୍ ରାଜିନାମା କେ ମିସା ବାଙ୍ଗାଇ ଦେଇ, ପରମେସରର୍ ଦେଇରଇବା ସପତ୍ ନସ୍ଟ କରିନାପାରେ । အခန်းကိုကြည့်ပါ။ |