ଗାଲାତିୟ 3:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ମାତର୍ ଦରମ୍ ସାସ୍ତରେ ଲେକା ଆଚେ, ସବୁ ମୁନୁସ୍ ଜାତି ପାପର୍ ତଲେ ଆଚତ୍, ସେଟାର୍ ପାଇ କିରିସ୍ଟ ବିସ୍ବାସିମନ୍, ଜିସୁ କିରିସ୍ଟର୍ତେଇ ବିସ୍ବାସ୍ କଲାର୍ ପାଇ ସପତର୍, ଆସିର୍ବାଦ୍ ପାଇବାଇ । အခန်းကိုကြည့်ပါ။ |
ତାର୍ ମଇମା ଆରି ଦରମର୍ ଲାଗି ସେ ଆମ୍କେ ବେସି ବଡ୍ ଆରି ବେସି ମୁଲିଅ ରଇବା ଦାନ୍ ଦେଲାଆଚେ । କିରିସ୍ଟକେ ବିସ୍ବାସ୍ ନ କଲା ଲକ୍ମନ୍ ଜେନ୍ତିକି କାରାପ୍ ବିସଇ କର୍ବାକେ ମନ୍ କର୍ବାଇ, ସେନ୍ତାରି ମନ୍କର୍ବା ଟାନେଅନି ମୁକ୍ଲାଇବାକେ ସେ ଆମ୍କେ ଏନ୍ତାରି କଲାଆଚେ । ଏ ସବୁ ବିସଇ ତାକର୍ ମନ୍କେ ନସାଇସି । ମାତର୍ ତମେ ପର୍ମେସରର୍ ପାରା ଦରମ୍ ଅଇପାର୍ସା ।