25 ଏବେ ବିସ୍ବାସର୍ ଜୁଗ୍ କେଟିଆଚେ, ଆମେ ଆରି ନିୟମର୍ ତଲେ ନାଇ ।
କାଇକେ ବଇଲେ ପାପ୍ ତମର୍ ଉପ୍ରେ ସାସନ୍ ନ କର । ତମେ ଆରି ନିୟମର୍ ତଲେ ନାଇ । ମାତର୍ ପରମେସରର୍ ଜିବନ୍ଦୁକାନି ଅନି କାଇଟା ନ ଅଇତେ ଆଚାସ୍ ।
ଏ ମର୍ ବାଇବଇନିମନ୍, ତମେ ମିସା ସମାନ୍ ସେନ୍ତାରିସେ । ନିୟମ୍ ଇସାବେ କିରିସ୍ଟର୍ ଗାଗ୍ଡେ ମିସ୍ଲାର୍ପାଇ ତମେମିସା ମରିଆଚାସ୍ । ଏବେ ତମେ ତାର୍ଟା । ପର୍ମେସର୍ ତାକେ ମରନେଅନି ଉଟାଇଆଚେ । ଜେନ୍ତାରିକି ତାର୍ ସେବାକାମେ ଆମେ ମିସା ମିସ୍ବୁ ।
କାଇକେବଇଲେ ତମର୍ଟାନେ କିରିସ୍ଟର୍ ବିସଇ ସିକାଇବାକେ କେତେକ୍ କେତେକ୍ ଗୁରୁ ରଇଲେ ମିସା, ବାବା ଇସାବେ ତମ୍କେ ବେସି ଲକ୍ ନାଇ । କିରିସ୍ଟ ଜିସୁର୍ତେଇ ମିସ୍ଲାର୍ ପାଇ ମୁଇ ତମର୍ ବାବା ଅଇଗାଲି । କାଇକେବଇଲେ ମୁଇ ତମ୍କେ ଜିସୁକିରିସ୍ଟର୍ ସୁବ୍କବର୍ କଇରଇଲି ।
କିରିସ୍ଟର୍ ଆଇବା ଜାକ ଆମେ ନିୟମର୍ ତଲେ ରଇଲୁ । ମାତର୍ ତାର୍ ପଚେ, କାଲି ବିସ୍ବାସେଅନି ଆମେ ପରମେସରର୍ ମୁଆଟେ ଦସି ନଇଲା ଲକ୍ ବଲାଇ ଅଇବୁ ।