3 ତମେ କେନ୍ତାର୍ ଏତେକ୍ ବୁଦି ନଇଲା ଲକର୍ ପାରା ଅଇଗାଲାସ୍ନି ? ଆତ୍ମାର୍ ବପୁ ପାଇକରି ତମେ ଜନ୍ ବିସ୍ବାସର୍ ଜିବନ୍ ଆରାମ୍ କଲାସ୍, ସେଟା କାଇ ନିଜର୍ ବପୁସଙ୍ଗ୍ ସାରାଇବାକେ ମନ୍କଲାସ୍ନି କି ?
ଗଟେକ୍ କାତା ମକେ କଇଦେକାପନି, ମସାର୍ ନିୟମ୍ ମାନ୍ଲାକେ ତମେ ସୁକଲ୍ଆତ୍ମା ପାଇଆଚାସ୍ କି, ସୁବ୍କବର୍ ସୁନି ସେଟା ବିସ୍ବାସ୍ କଲାକେ ?
ସେଟାର୍ପାଇ ତମେ ଆଗ୍ତୁ ସିକ୍ଲାଟା ସବୁ ବେକାର୍ କି ? ତେଇଅନି କାଇଟା ମିସା ସିକାସ୍ ନାଇ କି ?
ଏ ତୁମ୍ଟାନେ ଦୁଇଟା ଜାଗା ରଇଲା । ପର୍ତୁମ୍ ଜାଗାକେ ସୁକଲ୍ ଜାଗା ବଲି ନାଉଁ ରଇଲା । ସେ ବିତ୍ରେ ବତିସଙ୍ଗଇବା କୁଦ୍ରା ଆରି ପର୍ମେସର୍କେ ସର୍ପିଦେବାକେ ରୁଟି ସଙ୍ଗଇବା ଗଟେକ୍ ଟେବୁଲ୍ ରଇଲା ।