ଗାଲାତିୟ 3:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ପୁର୍ବେଅନି ଦରମ୍ ସାସ୍ତରେ ଲେକାଅଇଲା ଆଚେ ଜେ, ବିସ୍ବାସ୍ କଲେସେ ପରମେସର୍ ଜିଉଦିନଇଲା ଲକ୍ମନ୍କେ ମିସା ଦରମ୍ ଲକ୍ ଇସାବେ ଲେକା କର୍ସି । ପରମେସର୍ ତମର୍ଟାନେଅନି ଜଗତର୍ ସବୁ ଲକ୍କେ ଆସିର୍ବାଦ୍ କର୍ସି । ଏ କବର୍ ପର୍ତୁମ୍ ଅବ୍ରାଆମ୍କେ ଜାନାଇ ଦିଆଅଇରଇଲା । အခန်းကိုကြည့်ပါ။ |