20 ଜେନ୍ତାରିକି ମୁଇ ଏବେ ତମର୍ ଲଗେ ରଇକରି ଦାକାପୁକା ନ କରି, ବିନ୍ ଇସାବେ କାତା ଅଇବାକେ ମନ୍ କଲିନି । କାଇକେବଇଲେ ମୁଇ ତମର୍ ବିସଇନେଇ ବେସି ଚିନ୍ତା କଲିନି ।
କାଇକେବଇଲେ ଏରଦ୍ ଜଅନ୍କେ ଗଟେକ୍ ଦରମ୍ ଆରି ସୁକଲ୍ ଲକ୍ ବଲି ଜାନି ଡର୍ତେ ରଇଲା, ଆରି ତାକେ ରକିଆ କର୍ବାକେ ଚେସ୍ଟା କର୍ତେରଇଲା । ଜେଡେବେଲେ ମିସା ତାର୍ କାତା ସୁନ୍ତେରଇଲା, ବେସି କିଲ୍ବିଲ୍ ଅଇତେରଇଲା । ଏଲେମିସା ସେଟା ସାର୍ଦା ସଙ୍ଗ୍ ସୁନ୍ତେରଇଲା ।
ଆମେ ସବୁ ରକାମର୍ ଦୁକ୍କସ୍ଟ ଅଇକରି ଗାଲୁନି, ଏଲେ ମିସା କସ୍ଟ ପାଉ ନାଇ । କେବେ କେବେ କାଇଟା କର୍ବୁ ବଲି ଗିଆନ୍ ନ ରଇଲା ଲକର୍ପାରା ଅଇଲୁନି, ଅଇଲେମିସା ମନ୍ଦୁକ୍ କରୁ ନାଇ ।
ଉଁ, ଆମର୍ ପର୍ମେସରର୍ ମୁଆଟେ ତମର୍ ଲାଗି ଆମେ ସବୁଲକ୍ ସାର୍ଦା ଅଇଲୁନି । ସେଟାର୍ପାଇ ତମର୍ଲାଗି ପର୍ମେସର୍କେ ଦନିଅବାଦ୍ ଦେଲୁନି ।