22 ଅବ୍ରାଆମ୍କେ ଦୁଇଟା ପଅ ରଇଲାଇ । ଗଟେକ୍ ତାର୍ ଗରେ ପାଇଟି କର୍ବା କୁଲିଆର୍ନିର୍ଟା, ଆରି ଗଟେକ୍ ତାର୍ ନିଜର୍ ବିବାଇ ମାଇଜିର୍ଟା । କାଇକେବଇଲେ ଲେକା ଆଚେ,
ଜନ୍ଟା କୁଲିଆର୍ନିର୍ ପଅ, ସେ ମୁନୁସର୍ ମନ୍ କଲା ଇସାବେ ଜନମ୍ ଅଇଲା । ଜନ୍ଟା ବିବାଇ ମାଇଜିର୍ଟା, ପର୍ମେସର୍ କରିରଇବା ସପତ୍ ଇସାବେ ଜାତ୍ ଅଇଲାଟା ।
ମାତର୍ ଏ ବିସଇନେଇ ସାସ୍ତର୍ କାଇଟା କଇଲାନି ? ତେଇ ଲେକାଅଇଆଚେ, କୁଲିଆର୍ନି ଆରି ତାର୍ ପଅକେ ବାର୍କରାଇ ଦିଆସ୍ । କାଇକେବଇଲେ କୁଲିଆର୍ନିର୍ ପଅ ବିବାଇ ମାଇଜିର୍ ପଅର୍ ସଙ୍ଗ୍ ବାବାର୍ ଦନ୍ ସଁପତି ପାଇନାପାରେ ।
ତେବେ ଏ ମର୍ ବାଇବଇନିମନ୍ ଆମେ କୁଲିଆର୍ନିର୍ ପିଲାଜିଲା ନଉଁ, ବିବାଇ ମାଇଜିର୍ ପିଲାଜିଲା ।