ଗାଲାତିୟ 4:24 - ସତିଅର୍ ବାଟ୍ ନୁଆ ନିୟମ୍ 202024 ଏ କାତା ଗଟେକ୍ ଜଟ୍କା ଇସାବେ ଆଚେ । କାଇକେବଇଲେ ଦୁଇଟା ମାଇଜି ଦୁଇଟା ରାଜିନାମା ପାରା । ଗଟେକ୍ ରାଜିନାମା ଆରାବ୍ ଦେସେ ରଇବା ସିନଅ ପର୍ବତ୍ ଉପ୍ରେ ପର୍ମେସର୍ ମସାକେ ଦେଇରଇବା ନିୟମ୍ । ଏ ରାଜିନାମା ଆଗାର୍କେ ସମାନ୍ କରି ଅଇସି । କାଇକେବଇଲେ ଆଗାର୍ ଆରି ତାର୍ ପିଲାମନ୍ ଗତି ଅଇରଇଲାଇ । ସମାନ୍ ସେନ୍ତାରିସେ ଏ ରାଜିନାମାର୍ ପିଲାମନ୍ ସବୁଲକ୍ ଗତିଦାଙ୍ଗ୍ଡା । အခန်းကိုကြည့်ပါ။ |