ଗାଲାତିୟ 4:29 - ସତିଅର୍ ବାଟ୍ ନୁଆ ନିୟମ୍ 202029 ସେବେଲେ ଅବ୍ରାଆମର୍ ପିଲା ଜେ କି ଗାଗଡର୍ ଇସାବେ ଜନମ୍ ଅଇରଇଲା, ତାର୍ ସାନ୍ ବାଇକେ ସାଦ୍ବାନ୍ଦ୍ କଲା । ଜେ କି ପର୍ମେସରର୍ ଆତ୍ମା ଇସାବେ ଜନମ୍ ଅଇଲା । ସେଟା ଏବେ ମିସା ଅଇଲାନି । အခန်းကိုကြည့်ပါ။ |
ମାତର୍ ଏ ବାଇବଇନିମନ୍, ମୁଇ ଆଜିକେଜାକ ଜିଉଦି ନ ଅଇଲା ଲକ୍ମନ୍ ବିସ୍ବାସ୍ କଲେ ମିସା, ସୁନତ୍ କର୍ବାର୍ ଆଚେ ଆକା ବଲି ସିକାଇଲିନି ପନି । ମୁଇ ଏନ୍ତାରି ସିକାଇଲିନି ବଲି, କେତେକ୍ ଲକ୍ମନ୍ କଇବୁଲ୍ଲାଇନି । ସେନ୍ତାର୍ଆଲେ ମୁଇ ଏବେ ମିସା କାଇକେ ନିନ୍ଦା ପାଇଲିନି ? ତେବେ ମୁଇ କିରିସ୍ଟର୍ କୁରୁସ୍ ବିସଇ ଜାନାଇବାଟା ସୁନିକରି ଜିଉଦିଲକ୍ମନ୍ ରିସା ନ ଅଇତାଇ ।