ଗାଲାତିୟ 4:5 - ସତିଅର୍ ବାଟ୍ ନୁଆ ନିୟମ୍ 20205 ଜେନ୍ତିକି ଦର୍କାର୍ ରଇଲା ମୁଲିଅ ଦେଇ, ନିଅମର୍ ବନ୍ଦନେଅନି ଲକ୍ମନ୍କେ ମୁକ୍ଲାଇବାକେ ଆରି ସେମନ୍କେ ପରମେସରର୍ ପିଲାଜିଲା ଅଇବାକେ ବେଲା ଟିକ୍ କର୍ବାକେ, ତାର୍ ଜିବନର୍ ଆଦେସ୍ ରଇଲା । အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।