7 ସେଟାର୍ପାଇ ତମେ ଆରି ବିକିଅଇରଇବା ଗତିଦାଙ୍ଗ୍ଡା ନୁଆସ୍, ମାତର୍ ପିଲାମନ୍ । ତମେ ତାର୍ ପିଲାଜିଲା ଅଇଲାର୍ ଲାଗି, ପରମେସର୍ ତାର୍ ପିଲାଟକିମନର୍ପାଇ ଜାଇଟା ସଙ୍ଗଇଲା ଆଚେ, ସେଟା ସବୁ ତମ୍କେ ଦାନ୍ କରିଦେଇସି ।
“କେ ମିସା ଗଟେକ୍ ଲକ୍ ଦୁଇଟା ସାଉକାରର୍ ସେବାକରି ନାପାରେ । ସେ ଗଟେକ୍ ଲକ୍କେ ମାନ୍ସି ଆରି ଗଟେକ୍ ଲକ୍କେ ଗିନ୍ କର୍ସି । ନଇଲେ ଗଟେକ୍ ଲକ୍କେ ବିସ୍ବାସ୍ କର୍ସି ଆରି ଗଟେକ୍ ଲକ୍କେ ବିସ୍ବାସ୍ ନ କରେ । ତମେ ଏକାତର୍ ପର୍ମେସର୍କେ ଆରି ଡାବୁକାସୁକେ ସେବାକରି ନାପାରାସ୍ ।”
ବିସ୍ବାସ୍ କଲାକେ କିରିସ୍ଟ ଜିସୁର୍ ସଙ୍ଗ୍ ମିସିକରି, ଆମେ ସବୁ ପରମେସରର୍ ପିଲାଟକି ଅଇଆଚୁ ।
ଜଦି ତମେ କିରିସ୍ଟର୍ ଲକ୍, ତେବେ ତମେ ମିସା ଅବ୍ରାଆମର୍ କୁଟୁମର୍ ଆରି ପରମେସର୍ ଜାଇଟା ସପତ୍ କଲାଆଚେ, ସେଟା ମିଲାଇସା ।
ତେବେ ଏ ମର୍ ବାଇବଇନିମନ୍ ଆମେ କୁଲିଆର୍ନିର୍ ପିଲାଜିଲା ନଉଁ, ବିବାଇ ମାଇଜିର୍ ପିଲାଜିଲା ।
ଜନ୍ ଲକ୍ମନ୍ ଜୁଇଦ୍ କରି ଜିତ୍ବାଇ ସେମନ୍କେ ଇନାମ୍ ଦେବି, ଆରି ତାକର୍ ପର୍ମେସର୍ ଅଇବି ଆରି ସେମନ୍ ମର୍ ପିଲାଟକି ଅଇବାଇ ।