ଗାଲାତିୟ 5:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏବେ ଆମେ ବାନ୍ଦ୍ନେଅନି ମୁକ୍ଲିଆଚୁ । ଆମ୍କେ କିରିସ୍ଟ ବାନ୍ଦନେଅନି ମୁକ୍ଲାଇଆଚେ । ସେଟାର୍ ପାଇ ଆମେ ବାନ୍ଦନ୍ କୁସ୍ଲାଇ ଡାଟ୍ ସଙ୍ଗ୍ ରଉଁ । ଆରି ତରେକ୍ ଗତିଦାଙ୍ଗ୍ଡାର୍ ବାନ୍ଦନେ ବାନ୍ଦିଅଇବାକେ ନ ଦେଉ । အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।
ସବୁର୍ଟାନେଅନି ମୁକିଅ ବିସଇ ଅଇଲାନି ଏଟା । କିରିସ୍ଟର୍ ସୁବ୍ କବର୍ ବିସ୍ବାସ୍ କର୍ବା ଲକ୍ମନ୍ କେନ୍ତାରି ଚଲାଚଲ୍ତି କର୍ବାର୍ଆଚେ, ତମେ ସେନ୍ତାରି କରା । ମୁଇ ତମ୍କେ ଦେକ୍ବାର୍ ଆଇଲେମିସା, କି ତମର୍ଟାନେଅନି ଦୁରିକେ ରଇ ଅବ୍କା ସୁନିପାର୍ଲେ ମିସା ଏନ୍ତାରି ଜିଇତେରୁଆ । ଏଟାର୍ଲାଗି ତମେ ସବୁ ଗଟେକ୍ ମନ୍ ଅଇ ମିସିଆଚାସ୍ ବଲି ମୁଇ ଜାନିପାର୍ବି । ଜନ୍ ଲକ୍ମନ୍ ସୁବ୍ କବରର୍ ବିରୁଦେ ଦଦାପେଲା କଲାଇନି, ତାକର୍ ମୁଆଟେ କିରିସ୍ଟର୍ ସୁବ୍କବର୍ ଦେକାରକା କର୍ବାକେ ତମେ ସବୁ ଗଟେକ୍ ଅଇ ଟିଆଅଇଲାସ୍ନି ବଲି ମୁଇ ଜାନ୍ବି ।