ଗାଲାତିୟ 5:10 - ସତିଅର୍ ବାଟ୍ ନୁଆ ନିୟମ୍ 202010 ସେଟା ଜାଇଟା ଅଇଲେ ମିସା ଅଅବେ, ଏବେ ଜାକ ମର୍ ତମର୍ ଉପ୍ରେ ଆସାବର୍ସା ଆଚେ । କାଇକେ ବଇଲେ ଆମେ ସବୁ ଲକ୍ ମାପ୍ରୁର୍ ସଙ୍ଗ୍ ମିସି ଆଚୁ । ମୁଇ ବିସ୍ବାସ୍ କଲିନି, ତମେ ମର୍ ସିକିଆ ବିରଦ୍ ନ କରାସ୍ । ଆରି ଜନ୍ ଲକ୍ ତମ୍କେ କଚପଚ କଲାଇନି, ସେ ଜେ ଅଇରଇଲେ ମିସା, ତାକେ ପର୍ମେସର୍ ଡଣ୍ଡ୍ ଦେଇସି । အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।