ଗାଲାତିୟ 5:12 - ସତିଅର୍ ବାଟ୍ ନୁଆ ନିୟମ୍ 202012 ମୁଇ ମନ୍ କଲିନି, ଏ ବିସଇନେଇ ଜେ ଜେ ତମ୍କେ କଚପଚ କଲାଇନି, ସେମନ୍ ଆରି ଅଲପ୍ ଆଗ୍କେ ଜାଅତ୍ । ଉଜେ ସୁନତ୍ ନ ଅଇ ସେମନର୍ ଲିଙ୍ଗ୍ ପୁରାପୁରନ୍ କାଟି ଦେଅତ୍ ! အခန်းကိုကြည့်ပါ။ |
ଏଲେମିସା କେତେକ୍ ଲକ୍ ତାକେ ସୁନତ୍ କର୍ବାକେ ମନ୍ କର୍ତେ ରଇଲାଇ । ସେମନ୍ ବିସ୍ବାସି ବାଇ ବଲି ନାଡାଇକରି କୁଟିଆଲ୍ ଇସାବେ ଦଲେ ମିସିରଇଲାଇ । କିରିସ୍ଟ ଜିସୁର୍ ସଙ୍ଗ୍ ମିସିରଇଲାର୍ ଲାଗି ଆମେ ଜନ୍ ମୁକ୍ଲିରଇବା ଦିନ୍ ପାଇଲୁଆଚୁ, ସେ ବିସଇ କଜି ମିଲାଇବାକେ ସେମନ୍ ମନ୍ କର୍ତେ ରଇଲା । ଆମ୍କେ ଆରିତରେକ୍ ମସାର୍ ନିୟମର୍ ଦାଙ୍ଗ୍ଡା କର୍ବାକେ ମିସା ମନ୍ କର୍ତେରଇଲାଇ ।