16 ମର୍ କଇବା କାତା ଅଇଲାନି, କେନ୍ତି ଚଲାଚଲ୍ତି କର୍ବାର୍ ସେଟା ସୁକଲ୍ଆତ୍ମା ତମ୍କେ ସିକାଅ । ସେନ୍ତି ବଇଲେ, ତମେ ଆରି ଲକର୍ ଚଲନ୍ ଆରି ଲାଲ୍ସା ବାଟେ ନ ଜାଆସ୍ ।
ତମର୍ ନସିଜିବା ଗାଗଡ୍ ଉପ୍ରେ ଆରି ପାପ୍ ଅଦିକାର୍ ନ କର, ସେଟାର୍ପାଇ ଆମର୍ ଏ ଗାଗଡ୍ ମନ୍କର୍ବା କାରାପ୍ ବିସଇ ମାନିକରି ରୁଆନାଇ ।
ତେବେ ଆମେ ଜେତ୍କି ଲକ୍ ଜିସୁ କିରିସ୍ଟର୍ ସଙ୍ଗ୍ ମିସିକରି ଆଚୁ, ଆମର୍ପାଇ ଆରି ପର୍ମେସରର୍ ଡଣ୍ଡ୍ ନାଇ ।
ମାତର୍ ଏ ବାଇମନ୍ ମୁଇ ତମ୍କେ କଇଲିନି, ଏବେ ଆମ୍କେ ଅଲପ୍ ଦିନ୍ ଆଚେ । ଏଟାର୍ ପାଇ ଏବେଅନି ଜେ ବିବା ଅଇଆଚେ ସେ ବିବା ନ ଅଇଲା ଲକର୍ ପାରା ରଅ ।
ତେବର୍ପାଇ ଏ ମର୍ ଆଲାଦର୍ ମଇତର୍ମନ୍, ପର୍ମେସର୍ କାତା ଦେଇରଇବାଟା ସବୁ ଆମ୍କେ ସର୍ପିଆଚେ । ତେବର୍ପାଇ ଜନ୍ଟା ସବୁ ଆମର୍ ଗାଗଡ୍କେ ଆରି ଆତ୍ମାକେ ସୁକଲ୍ ନ କରାଏ, ସେଟା ସବୁ ଚାଡିଦେଉଁ । ପର୍ମେସର୍କେ ଡରିରଇକରି ପୁରାପୁରୁନ୍ ସୁକଲ୍ ଅଇରଉଁ ।
ମର୍ କଇବାର୍ ଅରତ୍ ଅଇଲାନି, ପରମେସର୍ ଅବ୍ରାଆମର୍ ସଙ୍ଗ୍ ଗଟେକ୍ ରାଜିନାମା ତିଆର୍ କରିରଇଲା, ଆରି ସେଟା ମାନ୍ବାକେ ସପତ୍ କରିରଇଲା । ଜନ୍ ନିୟମ୍ ଚାରି ସଅ ତିରିସ୍ ବରସ୍ ପଚେ ଦିଆଅଇଲା, ସେ ନିୟମର୍ ରାଜିନାମା କେ ମିସା ବାଙ୍ଗାଇ ଦେଇ, ପରମେସରର୍ ଦେଇରଇବା ସପତ୍ ନସ୍ଟ କରିନାପାରେ ।
ଜେ ନିଜର୍ ଗାଗଡର୍ ଗୁନ୍ଚଲନ୍ ଇସାବେ ବୁନ୍ସି, ସେ ଗାଗ୍ଡେଅନି ବାରଇବା ମରନର୍ କେତ୍ କାଟ୍ସି । ମାତର୍ ଜେ ଆତ୍ମାର୍ ଇସାବେ ବୁନ୍ସି, ସେ ଆତ୍ମାଇଅନି ବାରଇଲା ନ ସାର୍ବା ଜିବନ୍ପାରା କେତ୍ କାଟ୍ସି ।
ସତଇସେ ଆମେ ସବୁଜାକ, ସେ ରକାମ୍ ରଇଲୁ ଆରି ଗାଗଡର୍ ଆରି ମନର୍ ଲାଲ୍ସା ଇସାବେ ଜିଉନା କାଉନା କର୍ତେ ରଇଲୁ । ଆରି ଅଲ୍ଗା ଲକ୍ମନର୍ ପାରା ଆମେମିସା ପର୍ମେସରର୍ ରିସାର୍ ଡଣ୍ଡ୍ ପାଇବାକେ ଜାଇତେ ରଇଲୁ ।
ତମେ କିରିସ୍ଟ ସଙ୍ଗ୍ ମିସ୍ଲାର୍ପାଇ ସୁନତ୍ ଅଇଲାପାରା ଅଇଆଚାସ୍ । ଜେନ୍ତିକି ତମର୍ ପାପର୍ ଗୁନ୍ଚଲନେ ଅନି ମୁକ୍ଲିଆଚାସ୍ । ଗାଗଡ୍ ଇସାବେ ସୁନତ୍ ଅଇଆଚାସ୍ ବଲି ମୁଇ କଇନାଇ, ମାତର୍ କିରିସ୍ଟସେ ତମର୍ ପାପର୍ ଗୁନ୍ଚଲନେଅନି ମୁକ୍ଲାଇଆଚେ ।
ପର୍ମେସରର୍ ଆଦେସ୍ ମାନିକରି ରୁଆ । ତାର୍ ସତ୍ ସିକିଆ ଜାନ୍ବା ଆଗ୍ତୁ ତମେ କେନ୍ତାରି ନିଜେ ମନ୍ କଲାଟା ପୁରାପୁରୁନ୍ କର୍ତେରଇଲାସ୍, ସେନ୍ତାରି ଆରି କରାନାଇ ।
ତମେ ସତ୍ ମାନ୍ଲାର୍ ପାଇ, କାରାପ୍ ଚଲାଚଲ୍ତି ଚାଡିକରି ତମର୍ ସଙ୍ଗର୍ ବିସ୍ବାସିମନ୍କେ ସତ୍ସଙ୍ଗ୍ ଆଲାଦ୍ କଲାସ୍ନି । ମନ୍ ପରାନ୍ ଦେଇକରି ଗଟେକ୍ଲକ୍ ଆରି ଗଟେକ୍ ଲକ୍କେ ଆଲାଦ୍ କଲାସ୍ନି ।
ଏ ମର୍ ମଇତର୍ମନ୍, ତମେ ଏ ଜଗତେ ବିଦେସି ପାରା ଆଚାସ୍ ଆରି ଚନେକର୍ ପାଇସେ ଇତି ରଇଲାସ୍ନି । ତମର୍ ଗାଗ୍ଡେ ରଇବା ପାପର୍ ଗୁନ୍ଚଲନେ ଅନି ଆଇବା ସବୁ ରକାମ୍ କାରାପ୍ ମନ୍କର୍ବା ଟାନେଅନି ଦୁରିକେ ରୁଆ ।
ସେଟାର୍ପାଇ ସୁବ୍କବର୍ ମରିରଇବା ଲକ୍ମନ୍କେ ମିସା ଜାନାଇରଇଲାଇ । କାଇକେବଇଲେ ସବୁଲକ୍ମନ୍ ପାଇବା ଡଣ୍ଡ୍ ସେମନ୍ ପାଇରଇକରି ମରିରଇଲେ ମିସା ତାକର୍ ଆତ୍ମା ପର୍ମେସରର୍ ପାରା ବଁଚ୍ବାକେ ସୁବ୍ କବର୍ ଜାନାଇରଇଲାଇ ।