ଗାଲାତିୟ 5:20 - ସତିଅର୍ ବାଟ୍ ନୁଆ ନିୟମ୍ 202020 କାରାପ୍ ଇସାବେ ଦେକ୍ବାଟା, ପୁତ୍ଲାପୁଜା କର୍ବାଟା, ଜାଦୁବିଦିଆ କର୍ବାଟା, ଲାଗାଜଡା କରି ସତ୍ରୁ ଅଇବାଟା, ଆଁକାର୍ ଅଇବାଟା, ରିସା ଅଇବାଟା, କାମ୍ ଅଇଲାପଚେ ପାଚାରି ନ ଦେକ୍ବାଟା, ଦଲ୍ବିରଦି ଅଇବାଟା, କିରମାର୍ ଅଇବାଟା, အခန်းကိုကြည့်ပါ။ |
ମୁଇ ବେସି ଚିନ୍ତାଇ ଆଚି, ମୁଇ ତମର୍ ଟାନେ ଆଇଲାବେଲେ, ମନ୍ ନ କର୍ବା ଚଲାଚଲ୍ତି ତମର୍ ବିତ୍ରେ ଦେକ୍ବି ମିସା । ସେନ୍ତାରି ଅଇଲେ, ମୁଇ ତମ୍କେ ଦମ୍କାଇବାକେ ପଡ୍ସି ଆରି ସେଟା ତମେ ମନ୍ ନ କରାସ୍ । ତେଇ କେତେଟା ଜୁଜିଆଲ୍ମନ୍, ଇଁସ୍ଲିଆମନ୍, ଦାପ୍ରେ ରିସା ଅଉମନ୍, ନିଜର୍ ବିସଇ ଦେକାଇ ଅଉମନ୍, ତାର୍ ବାଇମନ୍କେ ନିନ୍ଦା କରୁମନ୍, ତିପ୍ଲିଆମନ୍, ବଡ୍ପନିଆମନ୍, ଆରି ବିସ୍ବାସିମନ୍ ଗଟେକ୍ ମନ୍ ନ ଅଇଲାଟା ଦେକ୍ବି ।
ପୁର୍ବେ ପର୍ମେସରର୍ ଲକ୍ମନର୍ ବିତ୍ରେ ମିଚ୍ କାତା କଇବା ବବିସତ୍ବକ୍ତାମନ୍ ମିସା ରଇଲାଇ । ସେନ୍ତାରିସେ ତମର୍ ବିତ୍ରେ ମିସା ମିଚ୍ ସିକାଉମନ୍ ରଇବାଇ । ପର୍ମେସରର୍ ବିସଇ ସେମନ୍ ମିଚ୍ଟା ସିକାଇବାଇ । ଜନ୍ ଲକ୍ମନ୍ ସେ କାତା ବିସ୍ବାସ୍ କର୍ବାଇ, ସେମନ୍ ବିନାସ୍ ଅଇଜିବାଇ । ସେମନ୍କେ ମୁକ୍ଲାଇଲା ନିଜର୍ ମୁକ୍ତିକାରିଆକେ ସେମନ୍ ଚାଡିଦେବାଇ । ସେନ୍ତାରି କଲାର୍ ପାଇ ପର୍ମେସର୍ ସେମନ୍କେ ଦାପ୍ରେ କୁରୁପ୍ନାସ୍ କର୍ସି ।
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।