ଗାଲାତିୟ 5:21 - ସତିଅର୍ ବାଟ୍ ନୁଆ ନିୟମ୍ 202021 ଇଁସାତଲା ଅଇବାଟା, ମାତୁଆଲ୍ ଅଇବାଟା, ମଜାମଜ୍ଲିସ୍ ଅଇବାଟା, ଏ ସବୁ କାମ୍ମନ୍ ମୁଇ ଆଗ୍ତୁ ଜେନ୍ତି ତମ୍କେ କଇରଇଲି, ସେଟାର୍ ପାଇ ଆରିତରେକ୍ କଇଦେଲିନି ଜେ, ଜନ୍ ଲକ୍ମନ୍ ଏନ୍ତାରି କାମ୍ କର୍ବାଇ, ସେମନ୍ ପରମେସରର୍ ରାଇଜେ ପୁର୍ବା ଅଦିକାର ପାଇ ନାପାରତ୍ । အခန်းကိုကြည့်ပါ။ |
କାଇକେବଇଲେ ପର୍ମେସର୍କେ ନାଜାନ୍ଲା ଲକ୍ ଜନ୍ଟା କର୍ବାକେ ମନ୍ କର୍ବାଇ, ସେନ୍ତାରି ତମେମିସା କର୍ତେ ରଇଲାସ୍ । ଆରି ସେନ୍ତାରି କରି କରି ଚୁଚାଇ ଚୁଚାଇ ଦିନ୍ ଗାଲା । ତମର୍ ଗାଗଡର୍ ପାପେରଇବା ଗୁନ୍ଚଲନ୍ ଇସାବେ ଲାଜର୍ ବିସଇ, ପାଦ୍ରା କାମ୍ କର୍ବାକେ ମନ୍ କର୍ବା ବିସଇ, ମାତିରଇବା ବିସଇ, କରାପ୍ ବିସଇଟାନେ ମଜାମଜ୍ଲିସ୍ କର୍ବା ବିସଇ ଆରି ପର୍ମେସର୍ ଗିନ୍କର୍ବା ପୁତ୍ଲା ପୁଜା କର୍ବାଟାମନ୍ କର୍ତେରଇଲାସ୍ ।