4 ତମର୍ ବିତ୍ରେ ଜେତ୍କି ଲକ୍ ନିୟମ୍ ମାନ୍ଲାର୍ପାଇ ପର୍ମେସରର୍ ମୁଆଟେ ଦରମ୍ ଅଇବାକେ ଚେସ୍ଟା କଲାସ୍ନି, । ତମେ କିରିସ୍ଟତେଇ ଅନି ବିନେ ଅଇଆଚାସ୍, ଆରି ପର୍ମେସରର୍ ଜିବନ୍ ଦୁକାଇଲାତେଇଅନି ବାଇରେ ଆଚାସ୍ ।
ପରମେସର୍ ସେମନ୍କେ ତାର୍ ନିଜର୍ ଜିବନ୍ ଦୁକାଇକରି ବାଚ୍ଲା ଆଚେ । ସେମନ୍ କରି ରଇବା ନିକ କାମର୍ ଲାଗି ନାଇ । ଜଦି ସେମନର୍ ନିକ କାମର୍ ଲାଗି ସେମନ୍କେ ବାଚିରଇତା, ତାର୍ ଜିବନ୍ ଦୁକାନି ସତ୍ ଜିବନ୍ ଦୁକାନି ନ ଅଇତା ।
ମାତର୍ ନିୟମର୍ ରିତିନିତି ମାନିକରି କେ ମିସା ପରମେସରର୍ ମୁଆଟେ ଦରମ୍ ଲକ୍ ଅଇନାପାରେ । ନିୟମେଅନି ସେ ଲକ୍ ଅବ୍କା ପାପର୍ ବଜ୍ସେ ପାଇସି ।
ଏଟାର୍ପାଇ ପରମେସରର୍ ଜିବନ୍ ଦୁକାଇଲାଟାକେ ମୁଇ କେବେ ମିସା ନାଇ ବଲି କଇନାପାରି । କାଇକେ ବଇଲେ ନିୟମ୍ ମାନ୍ଲେ ଜଦି ଗଟେକ୍ ଲକ୍ ତାର୍ ମୁଆଟେ ଦରମ୍ ଲକ୍ ଅଇପାରେ, ତେବେ କିରିସ୍ଟ ମଲାର୍ କିଚି ମୁଲିଅ ନାଇ । ଏ ସବୁ ବିସଇ ମୁଇ ଆନ୍ଟିଅକେ କଇଲି ।
ମୁଇ ପାଉଲ୍ ଏବେ କଇଲିନି ସୁନା, ତମେ ଜଦି ପର୍ମେସରର୍ ମୁଆଟେ ଦରମ୍ ଅଇବାକେ ସୁନତ୍ ଅଇବା ରିତିନିତି ମାନ୍ଲାସ୍ନି, ତମ୍କେ କିରିସ୍ଟ ଆରି ଲଡାନାଇ ବଲି ତେଇଅନି ଜାନା ପଡ୍ଲାନି ।
ଗଟେକ୍ ଲକ୍ ଆରିଗଟେକ୍ ଲକ୍କେ ଜାଗ୍ରତ୍ କରାଆ । ଜେନ୍ତାରି କି ପର୍ମେସର୍ ଜିବନ୍ ଦୁକାଇକରି ଦୟା ଦେକାଇଲାଟାନେଅନି କେ ପଚ୍କେ ନ ଜାଅତ୍ । କାଇକେବଇଲେ ସେନ୍ତାରି ଲକ୍ ପିତା ପଲ୍ ଦାର୍ବା ଗଟେକ୍ ଗଚ୍ ପାରା ରଇସି ଆରି ବେସି ଲକ୍କେ ତାର୍ ବିସ୍ ସଙ୍ଗ୍ ଅଇରାନ୍ କର୍ସି ।
ପର୍ମେସର୍ ଆମ୍କେ କାତା ଦେଇରଇଲାଜେ, ସେ ଆମର୍ପାଇ ଗଟେକ୍ ପୁଣ୍ଡ୍ବା ଜାଗା ତିଆର୍ କଲାଆଚେ । ତେବର୍ ପାଇ ଆମେ ଜାଗରତ୍ ରଇବାକେ ପଡ୍ସି । ଜେନ୍ତିକି ଆମର୍ ବିତ୍ରେ ସେନ୍ତାରି କେ ନ ରଅତ୍, ଜେ କି ସେ ଜାଗାଇ ପୁରିନାପାରତ୍ ।
ମର୍ପାଇ ରଇବା ଡାଟ୍ ଆଲାଦ୍ ମନେ ଏତାଆ । ପାପେଅନି ବାଉଡା । ଆରି ଆଗ୍ତୁ କର୍ତେରଇବା ନିକ କାମ୍ମନ୍ କରା । କାଇକେବଇଲେ ତମେ ପାପେଅନି ନ ବାଅଡ୍ଲେ, ମୁଇ ତମର୍ଟାନେ ଆଇବି ଆରି ତମର୍ ବତିଡାଣ୍ଡି ଗଟେକ୍ ଜାଗାଇଅନି ଆରି ଗଟେକ୍ ଜାଗାଇ ଗୁଚାଇଦେବି ।