ଗାଲାତିୟ 5:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ତମେ ନିମାନ୍ ସଙ୍ଗ୍ ଆଗ୍କେ ଜାଇତେ ରଇଲାସ୍ ! ସତ୍ ବାଟେ ଇଣ୍ଡ୍ଲା ବେଲେ, କେ ତମ୍କେ ଅଟ୍କାଇଲା ? କାରାପ୍ ବାଟେ ଜିବାକେ କେ ଉସ୍କାଇଲା ? အခန်းကိုကြည့်ပါ။ |
ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ ।