8 ତମ୍କେ ଡାକି ରଇଲା ପରମେସର୍ଟାନେଅନି ଏଟା ଅଏନାଇ ।
ଜନ୍ ଲକ୍ମନ୍କେ ପରମେସର୍ ତାର୍ ମନ୍ କଲାଟା ପୁରାପୁରୁନ୍ କର୍ବାକେ ଡାକ୍ଲାଆଚେ, ଆରି ସେମନ୍ ତାକେ ଆଲାଦ୍ କଲାଇନି, ସେମନର୍ ପାଇ ସେ ସବୁ ମଙ୍ଗଲର୍ ବିସଇ କରାଇଦେଇସି ।
ଜନ୍ ଲକ୍ମନ୍ ଏନ୍ତାରି ବାଚିଅଇଲାଇ ଆଚତ୍, ସେମନ୍କେ ଡାକିଆଚେ । ସେ ଲକ୍ମନ୍କେ ପର୍ମେସରର୍ ମୁଆଟେ ଦରମ୍ଲକ୍ ବଲାଇ ଅଇ, ତାର୍ ଡାକ୍ପୁଟାଇ ମିସାଇ ଆଚତ୍ ।
କିରିସ୍ଟ ଜିବନ୍ ଦୁକାଇକରିସେ ତମ୍କେ ଡାକିରଇଲା । ମାତର୍ ତମେ ତାକେ ଏତେକ୍ ଦାପ୍ରେ ଚାଡିଦେଇକରି ଆରି ଗଟେକ୍ ବିନ୍ ସୁବ୍କବର୍ବାଟେ ମନ୍ ଦେଲାସ୍ନି । ତମର୍ ଏ ମନ୍ ବାଦ୍ଲାଇବାଟା ଦେକିକରି ଇତି ମୁଇ କାବା ଅଇଗାଲିନି ।