9 କାତାଇ ଆଚେ, ଚକ୍ଟି ରଇବା ସବୁ ଅଟାଗୁଣ୍ଡ୍ ପୁଲାଇବାକେ କଣ୍ଡେକ୍ସେ କମିର୍ ଲଡା ।
ଜିସୁ ଆରି ତରେକ୍ ଏନ୍ତାରି କାତା କଇଲା, “ଗଟେକ୍ ମାଇଜି କଣ୍ଡେକ୍ କମିର୍ ନେଇ ଅଦ୍ବାସ୍ତା ଗୁଣ୍ଡ୍ଟାନେ ମିସାଇଦେଲା । ସମାନ୍ ବେଲାଇ ସବୁଜାକ ଗୁଣ୍ଡ୍ କମିର୍ତେଇ ମିସି ପୁଲ୍ଲା । ସରଗ୍ ରାଇଜ୍ ବଡ୍ବାଟା ମିସା ଏନ୍ତାରିସେ ।”
ଏଇ ସାଁପ୍ମନ୍ ! ବିସ୍ରଇବା ସାଁପର୍ କୁଟୁମର୍ ପାରା ଲକ୍ମନ୍, ତମେ କେନ୍ତି ନରକର୍ ଡଣ୍ଡେଅନି ରକିଆ ମିଲ୍ସି ବଲି ଆସା କଲାସ୍ନି ?
ଜିସୁ ସେମନ୍କେ ଜାଗ୍ରତ୍ କରାଇ କଇଲା, “ପାରୁସିମନର୍ ଆରି ଏରଦର୍କମିର୍ ଅନି ତରିକ୍ନା ଅଇ ରୁଆ ।”
ଏତ୍କି ବିତ୍ରେ ଅଜାର୍ ଅଜାର୍ ଲକ୍ ଟୁଲ୍ଅଇକରି, ତାକର୍ ତାକର୍ ବିତ୍ରେ ମାଣ୍ଡାଚୁଣ୍ଡା ଅଇଜାଇତେ ରଇଲାଇ, ସେଡ୍କିବେଲେ ଜିସୁ ପର୍ତୁମ୍ ନିଜର୍ ସିସ୍ମନ୍କେ କଇବାର୍ ଦାର୍ଲା, “ପାରୁସିମନର୍ କମିର୍ ପାରା କପଟ୍ ତେଇଅନି ଜାଗ୍ରତ୍ ଅଇରୁଆ ।
ସେଟା କମିର୍ ପାରା । ଜନ୍ଟା କି ଗଟେକ୍ ମାଇଜି ମାନେକ୍ ଗୁଣ୍ଡ୍ଟାନେ କଣ୍ଡେକ୍ କମିର୍ ପାକାଇ ଚକଟ୍ଲା ଆରି ସାରାସାରି ସେ କମିର୍, ଗୁଲାଇ ଗୁଣ୍ଡ୍ ଆମଟ୍ କରିଦେଲା ।
ନାଡାଇ ଉଆନାଇ, କାରାପ୍ ଲକ୍ମନର୍ ସଙ୍ଗ୍, ସାଙ୍ଗ ଅଇଲେ ସେମନ୍ ତମର୍ ନିକ ଚଲାଚଲ୍ତି କର୍ବାଟା ନସାଇ ଦେବାଇ ।
ତାକର୍ କାତା ଗାଗ୍ଡେ ଅଦିକ୍ ଅଦିକ୍ ଅଇବା ଗଟେକ୍ ଗାଉପାରା ଅଇ ଲକ୍ମନ୍କେ ନସାଇସି । ସେନ୍ତାରିସେ ଉମନାଅ ଆରି ପିଲିତ୍ ଲକ୍ମନ୍କେ ଏନ୍ତି ସିକିଆ ଦେଇ ବୁଲ୍ଲାଇନି ।