ଗାଲାତିୟ 6:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏ ବାଇବଇନିମନ୍ ଜଦି ତମର୍ ବିତ୍ରେ କେ କାରାପ୍ କାମ୍ କଲା ବେଲେ ଦାରାପଡ୍ଲେ, ତମର୍ଟାନେ ଜେ ସୁକଲ୍ ଆତ୍ମାଇଅନି ଚାଲ୍ନା ପାଇଲାନି, ସେ ତାକେ ଟିକ୍ ବାଟେ ଆନ୍ବାର୍ ଆଚେ । ମାତର୍ ସେ ଏ କାମ୍ ସାର୍ଦା ଆରି ସଲଦ୍ସଙ୍ଗ୍ କର୍ବାର୍ ଆଚେ । ଆରି ଜାଗ୍ରତ୍, ଜେନ୍ତିକି ସେ ନିଜେ ସେନ୍ତାର୍ କାମ୍ କର୍ବାକେ ମନ୍ କର୍ବାର୍ ନାଇ । အခန်းကိုကြည့်ပါ။ |
ଜଦି ତମର୍ ସଙ୍ଗର୍ ବିସ୍ବାସି ବାଇ ପାପ୍କଲାନି ବଲି ଜାନ୍ଲେ, ଆରି ସେ ପାପ୍, ଲକ୍କେ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପ୍ ନଇଲେ, ସେ ଲକ୍କେ ରକିଆ କର ବଲି ତାକେ ଗୁଆରି କର୍ବାର୍ ଆଚେ । ଆରି ପର୍ମେସର୍ ସେ ଲକ୍କେ କେମାକରି ରକିଆ କର୍ସି । ଏଟା ଜେନ୍ତାରି ପାପ୍ ଜନ୍ଟା ମରନର୍ ବାଟେ ଲକ୍ମନ୍କେ ନ ଡାକିନେଏ, ସେନ୍ତାରି ପାପର୍ ପାଇ । ମାତର୍ ପର୍ମେସରର୍ ଟାନେଅନି ସବୁଦିନର୍ପାଇ ବେଗଲ୍ବା ପାରା ପାପର୍ ପାଇ, ତମେ ତାକେ ଗୁଆରି କରା ବଲି ମୁଇ କଇ ନାଇ ।