ଗାଲାତିୟ 6:3 - ସତିଅର୍ ବାଟ୍ ନୁଆ ନିୟମ୍ 20203 ଜେ ନିଜର୍ ବିସଇନେଇ ବଡ୍ ବଲି ବାବ୍ସି, ସତଇସେ ଦେକ୍ଲେ ସେ ବଡ୍ ନଏ । ସେ ନିଜେ ନାଡାଇ ଅଇଲାନି । အခန်းကိုကြည့်ပါ။ |
ନେତା ଇସାବେ ଏଜାଇଅଇରଇବା ଜାକୁବ୍, ପିତର୍ ଆରି ଜଅନ୍, ଉଁ ବଲି ମାନି ଅଇରଇଲାଇ ଜେ, ପରମେସର୍ ମକେ ଏ ମୁକିଅ କାମର୍ ଦାଇତ୍ ଦେଲାଆଚେ । ସେଟାର୍ ପାଇ ସେମନ୍ ମକେ ଆରି ବର୍ନବାକେ, ଆମେ ମିସିକରି କାମ୍ କରୁବଲି ଗଟେକ୍ ଚିନ୍ ଇସାବେ ଆତ୍ ମିଲାଇଲାଇ । ବର୍ନବା ଆରି ମୁଇ ଜିଉଦି ନଇଲା ଲକ୍ମନର୍ ବିତ୍ରେ ଆରି ସେମନ୍ ଜିଉଦିମନର୍ ବିତ୍ରେ କାମ୍ କର୍ବୁ ବଲି ରାଜି ଅଇରଇଲୁ ।