ଗାଲାତିୟ 6:4 - ସତିଅର୍ ବାଟ୍ ନୁଆ ନିୟମ୍ 20204 ସବୁ ଲକ୍ ନିଜର୍ ନିଜର୍ ଚଲାଚଲ୍ତି ବିଚାର୍ କରି ଦେକ୍ବାର୍ ଆଚେ । ଜଦି ସେଟା ନିକ ଅଇରଇସି, ତେବେ ସେ ନିଜେ ସାର୍ଦା ଅ । ଆରି ବିନ୍ ଲକର୍ କାମ୍ସଙ୍ଗ୍ ନିଜେ କଲାଟା ସମାନ୍ ନ କର । အခန်းကိုကြည့်ပါ။ |
ବାଇମନ୍ ଆମେ ବଡ୍ପନ୍ ଅଇକରି କଇବା ଗଟେକ୍ କାତା ଆଚେ । ସେଟା ଆମେ ସତ୍ ବଲି ଜାନ୍ଲୁନି ଆରି ସେଟା ଅଇଲାନି, । ସବୁଲକର୍ଟାନେ ଆରି, ତମର୍ଟାନେ ମିସା ଆମର୍ ଚଲାଚଲ୍ତି ସୁକଲ୍ ଆରି ଦରମ୍ ଆଚେ । ଏଟା ଆମର୍ ବିବେକ୍ ସାକି ଦେଲାନି । ଲକ୍ମନର୍ ଗିଆନ୍ ଇସାବେ ଆମେ କରୁନାଇ, ମାତର୍ ପର୍ମେସରର୍ ଜିବନ୍ ଦୁକାଇଲା ବପୁର୍ ସଙ୍ଗ୍ ଏ ସବୁଜାକ କଲୁନି ।