12 ଲୁଗା ଦୁନାଇକରି ସଙ୍ଗଇଲା ପାରା ତୁଇ ସେଟାମନ୍କେ ସଙ୍ଗଇସୁ । ଆରି ଲୁଗା ପାଲ୍ଟନା କଲାପାରା ବାଦ୍ଲାଇସୁ । ମାତର୍ ନିଜେ ତୁଇ ନ ବାଦ୍ଲି କରି କାଲ୍ କାଲ୍ ଜୁଗ୍ ଜୁଗ୍ ରଇସୁ ।”
ଜିସୁ ସେମନ୍କେ କଇଲା, “ମୁଇ ତମ୍କେ ସତ୍କାତା କଇଲିନି, ଅବ୍ରାଆମ୍ ଜନମ୍ ଅଇବା ଆଗ୍ତୁଅନି ମୁଇ ଆଚି ।”
କାଇକେବଇଲେ, ଜିସୁକିରିସ୍ଟ କେବେ ନ ବାଦ୍ଲେ । ସେ ଆଜିର୍ପାଇ, କାଲିକର୍ପାଇ, ଆରି ସବୁଦିନର୍ ପାଇ ସମାନ୍ ସେ ରଇସି ।
ସବୁ ନିକ ଆରି ସିଦ୍ ରଇବା ଦାନ୍ ପର୍ମେସର୍ ଦେଲା ଆଚେ । ବାଦ୍ଲେ ଉଜଲ୍ ଅଇବା ସବୁଜାକ ସେ ତିଆର୍କଲା ଆଚେ । ସେଟାମନ୍ ବାଦ୍ଲେ ବୁଲ୍ବାବେଲେ ବାଦଲ୍ସି ଆରି ଚାଇଁ ଏନେତେନେ ଅଇସି । ମାତର୍ ପର୍ମେସର୍ ଅଲପ୍ ମିସା ସେନ୍ତାରି ନ କରେ ।