ଏବ୍ରି 1:13 - ସତିଅର୍ ବାଟ୍ ନୁଆ ନିୟମ୍ 202013 ପର୍ମେସର୍ ତାର୍ କନ୍ ଦୁତ୍ମନ୍କେ ମିସା କଏନାଇ, “ମୁଇ ତମର୍ ଦୁତ୍ମନ୍କେ ତମର୍ ପାଦ୍ତଲେ ନ ସଙ୍ଗଇବା ଜାକ ମର୍ ଉଜାବାଟେ ବସି ରୁଆ ।” အခန်းကိုကြည့်ပါ။ |
ପର୍ମେସରର୍ ମଇମାର୍ ଉଜଲ୍ ମାପ୍ରୁ ଜିସୁର୍ଟାନେ ଡିସ୍ସି । ପର୍ମେସର୍ ଜେନ୍ତାରି ଆଚେ, ତାର୍ ପଅ ସେନ୍ତାରିସେ । ଜନ୍ ବପୁର୍ ବାକିଅ ପଅ କାତା ଅଇସି, ସେ ବାକିଅ ସଙ୍ଗ୍ ତିଆର୍କଲାଟା ସେ ସାସନ୍ କର୍ସି । ଆମର୍ ପାପର୍ ଲାଗି କେମା କରିସାରାଇଲା ପଚେ, ସେ ସର୍ଗେ ବାଅଡ୍ଲା । ଆରି ସବୁର୍ତେଇଅନି ବପୁ ରଇବା ପର୍ମେସରର୍ ଉଜାବାଟେ ସାସନ୍ କର୍ବାକେ ବସ୍ଲା ।