ଏବ୍ରି 1:14 - ସତିଅର୍ ବାଟ୍ ନୁଆ ନିୟମ୍ 202014 ତେବର୍ପାଇ ପିଲାମନ୍ ସବୁ ରକତ୍ ମାଉଁସ୍ ମିସି ରଇବାକେ ସେ ମିସା ନିଜର୍ ସେ ରକାମ୍ ସିତି ମିସିଗାଲା, ଆରି ତାର୍ ମରନ୍ ସଙ୍ଗ୍ ମରନର୍ ଅଦିକାରି ସୟ୍ତାନ୍କେ ବିନାସ୍ କଲା । အခန်းကိုကြည့်ပါ။ |
ସେମନ୍ ବେସି ସାର୍ଦାଅଇ ଏ ସାଇଜ ଦେଲାଇନି । ଏଟା ଦେଇକରି ସେମନ୍ ଟିକ୍ ବିସଇ କଲାଇ । କାଇକେବଇଲେ, ଜିରୁସାଲେମେ ରଇବା ବିସ୍ବାସିମନର୍ ଟାନେ ସେମନ୍ ରୁନି ଅଇଆଚତ୍ । ସେଟା କେନ୍ତିବଇଲେ ଜିଉଦିମନର୍ଟାନେଅନିସେ ପର୍ମେସରର୍ ବାକିଅ ଇତିର୍ ଜିଉଦି ନ ଅଇଲା ଲକ୍ମନ୍କେ ଆନିରଇଲା । ସେଟାର୍ପାଇ ତେଇର୍ ଅର୍କିତ୍ ଜିଉଦିମନ୍କେ କେତେକ୍ ଡାବୁ ସାଇଜ ପାଟାଇବାଟା ନିକ ବିସଇ ।
ମାତର୍ ଜନ୍ ଆଗ୍କେ ଗଟ୍ବା କାତା ସେମନ୍ କଇରଇଲାଇ, ସେଟା ସେମନର୍ ବଲ୍ପାଇ ନାଇ ମାତର୍ ତମର୍ ବଲ୍ପାଇ ବଲି ପର୍ମେସର୍ ସେମନ୍କେ ଜାନାଇଲା । ଆରି ଏବେ ସେଟା ପୁରାପୁରୁନ୍ ଅଇଲା । କାଇକେବଇଲେ ଜନ୍ ଲକ୍ମନ୍ ତମ୍କେ ସୁବ୍ କବର୍ ଜାନାଇଲାଇ ଆଚତ୍, ତମେ ସେ କାତା ସୁନିଆଚାସ୍ । ସର୍ଗେଅନି ପାଟାଇରଇବା ସୁକଲ୍ଆତ୍ମା ସେମନ୍କେ ବପୁଦେଲା । ଦୁତ୍ମନ୍ ମିସା ଏ ବିସଇ ଜାନ୍ବାକେ ମନ୍ କଲାଇ ।
ତାର୍ପଚେ ବସ୍ବା ଜାଗାର୍ ମଜାଇ ଗଟେକ୍ ମେଣ୍ଡାପିଲା ଟିଆଅଇରଇବାଟା ଦେକ୍ଲି । ତାର୍ ଚାରିବେଟ୍ତି ଚାରିଟା ଜିବନ୍ ରଇବା ପସୁ ଆରି ପାର୍ଚିନ୍ମନ୍ ରଇଲାଇ । ମେଣ୍ଡାପିଲା ମରାଇରଇଲାଟା ପାରା ଡିସ୍ତେରଇଲା । ତାକେ ସାତ୍ଟା ସିଙ୍ଗ୍ ଆରି ସାତ୍ଟା ଆଁକି ରଇଲା । ସେଟା ପର୍ମେସରର୍ ସାତ୍ଟା ଆତ୍ମା ରଇଲା । ପର୍ମେସର୍ ସେ ସାତ୍ଟା ଆତ୍ମାକେ ଗୁଲାଇ ଜଗତେ ପାଟାଇରଇଲା ।