6 ମାତର୍ ପର୍ମେସର୍ ଜେଡେବେଲେ ତାର୍ ପଣୁଆ ପଅକେ ଏ ଜଗତେ ପାଟାଇଲା, ସେ ଏନ୍ତାରି କଇରଇଲା, ପର୍ମେସରର୍ ଦୁତ୍ମନ୍ ତାକେ ସେବା କର୍ବାଇ ।
ରାଇଜର୍ ସବୁ ବାସାର୍ ଲକ୍ମନର୍ ଲଗେ, ମାପ୍ରୁର୍ ସାକିଦେବାକେ ଦୁନିଆର୍ ଗୁଲାଇବାଟେ ତାର୍ କାତା ସୁନାଇବାଇ । ତାର୍ପଚେ ସେ ଜୁଗ୍ ସାର୍ସି ।”
ଆରି ସେ ବାକିଅ ନର୍ ଲକ୍ ଅଇକରି ଆମର୍ ସଙ୍ଗ୍ ଜିଇଲା । ତାର୍ ସତ୍ ଆରି ଜିବନ୍ ଦୁକାଇବାଟା ପୁରାପୁରୁନ୍ ରଇଲା । ତାର୍ ବାବାର୍ ଗଟେକ୍ସେ ପିଲା ବଲି ସେ ମଇମା ପାଇରଇଲା । ତାର୍ ମଇମା ଆମେ ଦେକିଆଚୁ ।
କେ ମିସା କେବେ ପର୍ମେସର୍କେ ଦେକତ୍ନାଇ । ମାତର୍ ତାର୍ ଗଟେକ୍ ବଲି ପିଲା ଜେ କି ପର୍ମେସରର୍ ସମାନ୍ ଆଚେ ଆରି ତାର୍ କଲେ ଆଚେ, ସେ ଆକା ଆମ୍କେ ତାର୍ ବିସଇ ଜାନାଇ ଦେଲା ଆଚେ ।”
ପର୍ମେସର୍ ଏ ଦୁନିଆର୍ ଲକ୍ମନ୍କେ ଏତେକ୍ ଆଲାଦ୍ କଲାଜେ, ତାର୍ ଗଟେକ୍ ବଲି ପିଲାକେ ସର୍ପିଦେଲା । ଜେ ମିସା ତାକେ ବିସ୍ବାସ୍ କର୍ବାଇ ବଇଲେ, ସେମନ୍ ନସ୍ଟ ନ ଅଇକରି, ନ ସାର୍ବା ଜିବନ୍ ମିଲାଇବାଇ ।
ଜନ୍ ଲକ୍ମନ୍କେ ପରମେସର୍ ବାଚ୍ଲା ଆଚେ, ସେମନ୍କେ ତାର୍ ପଅ ପାରା ଅଇବାକେ ଆଗ୍ତୁସେ ଟିକ୍ କରିଆଚେ । ସେନ୍ତିଆଲେ, ଗଟେକ୍ ବଡ୍ କୁଟୁମେ, ତାର୍ ପଅ ସେମନର୍ ବଡ୍ ବାଇ ଅଇସି ।
କିରିସ୍ଟ ନ ଡିସ୍ବା ପର୍ମେସରର୍ ସମାନ୍ ବାନିମୁର୍ତି ଆଚେ । ତିଆର୍ କରିରଇବା ସବୁର୍ ଉପ୍ରେ, ପର୍ତୁମ୍ ଜନମ୍ ଅଇଲା ପଅ ଇସାବେ, ତାର୍ ଅଦିକାର୍ ଆଚେ ।
ମଣ୍ଡଲି ଅଇଲାନି ତାର୍ ଗାଗଡ୍ ଆରି ସେ ମଣ୍ଡଲିର୍ ମୁଣ୍ଡ୍ । ମୁଣ୍ଡ୍ ଗାଗଡ୍କେ ସାସନ୍ କଲାପାରା, ସେ ମଣ୍ଡଲିକେ ସାସନ୍ କଲାନି । ତାକେସେ ପର୍ମେସର୍ ମରନେଅନି ପର୍ତୁମ୍ ଉଟାଇରଇଲା । ଜେନ୍ତିକି କିରିସ୍ଟ ସବୁର୍ ଉପ୍ରେ ସାସନ୍ କର୍ସି ।
କାଇକେବଇଲେ, ପର୍ମେସର୍ ତାର୍ କନ୍ ଦୁତ୍କେ ମିସା ଏନ୍ତାରି କଏ ନାଇ, ତୁଇ ମର୍ ପଅ, ଆଜିଅନି ମୁଇ ତର୍ ବାବା ଅଇଲି ଆଚି, ତାର୍ କନ୍ ଦୁତର୍ ବିସଇ ଏନ୍ତାରି କଏନାଇ, ମୁଇ ତର୍ ବାବା ଅଇବି ଆରି ସେ ମର୍ ପଅ ଅଇସି ।
ଆମେ ଜାନିଆଚୁ ଜେ, କିରିସ୍ଟ ଏ ଜଗତେ ରଇଲାବେଲେ ସେ ତାର୍ ବାବା ପର୍ମେସର୍କେ କଇ ରଇଲା, ବଲି ଆରି ସର୍ପିଦେବାଟା ତୁଇ ମନ୍ କରୁସ୍ ନାଇ । ସେଟାର୍ପାଇ ତୁଇ ମର୍ପାଇ ଗଟେକ୍ ଗାଗଡ୍ ତିଆର୍ କଲୁସ୍ ।
ସେ ସର୍ଗେ ବାଉଡି ଜାଇ ପର୍ମେସରର୍ ଉଜାବାଟେ ଆଚେ । ସର୍ଗେ ରଇବା ସବୁ ଦୁତ୍, ଅଦିକାର୍ ଆରି ବପୁ ଉପ୍ରେ ସେ ସାସନ୍ କଲାନି ।
ପର୍ମେସର୍ ଏନ୍ତାରି ଆମର୍ପାଇ ତାର୍ ଆଲାଦ୍ ଦେକାଇଲା । ସେ ଗଟେକ୍ ବଲି ତାର୍ ପିଲାକେ ଏ ଜଗତେ ପାଟାଇଲା । ଜେନ୍ତାରିକି ତାର୍ଲାଗି ଆମେ ନ ସାର୍ବା ଜିବନ୍ ପାଇବୁ ।
ଆରି ଜିସୁକିରିସ୍ଟ ଟାନେଅନି । ସେ ଆକା ପର୍ମେସରର୍ ବିସଇର୍ ସତ୍ ସାକି ଦେଇପାର୍ସି । ମଲା ଲକ୍ମନର୍ଟାନେଅନି ତାକେସେ ପର୍ତୁମ୍ ଉଟାଇରଇଲା । ଏ ଜଗତର୍ ସାସନ୍କାରିଆମନର୍ ଉପ୍ରେ ରଇବା ସାସନ୍କାରିଆ । ସେ ଆମ୍କେ ଆଲାଦ୍ କଲାନି । ଆମର୍ପାଇ ଗଟେକ୍ ବଲି ଇସାବେ ମଲାକେ ଆମର୍ ପାପେଅନି ସେ ଆମ୍କେ ମୁକ୍ଲାଇଆଚେ ।