ଏବ୍ରି 1:8 - ସତିଅର୍ ବାଟ୍ ନୁଆ ନିୟମ୍ 20208 ତାର୍ ପଅର୍ ବିସଇ ସେ ଏନ୍ତାରି କଇରଇଲା, “ଏ ପର୍ମେସର୍ ତର୍ ରାଇଜ୍ କାଲ୍କାଲ୍ ଜୁଗ୍ଜୁଗ୍ ରଇସି, ଆରି କେବେ ନ ସାରେ । କାଇ ଅନିଆଇ ନ କରି ତର୍ ଲକ୍ମନ୍କେ ସାସନ୍ କଲୁସ୍ନି । အခန်းကိုကြည့်ပါ။ |
ଆମର୍ ବିସ୍ବାସ୍ଟାନେ କେ ନାଜାନ୍ଲା ପାରା ବିସଇ ଲୁଚିକରି ଆଚେ । ସେନ୍ତାରି ନଏଁ ବଲି କେ କଇନାପାରତ୍ । “ ଜିସୁକିରିସ୍ଟ ନର୍ ରୁପ୍ ଦାରି ଆଇଲା । ସେ ନିଜେ ପର୍ମେସରର୍ ପଅ ବଲି ସୁକଲ୍ ଆତ୍ମା କାତାଦେଲା ଆଚେ । ଦୁତ୍ମନ୍ ତାକେ ଦେକ୍ଲାଇ । ତାର୍ ବିସଇର୍ ସତ୍ କବର୍ ଗୁଲାଇ ରାଇଜେ ଜାନାଇଲାଇ । ସବୁ ଜାଗାର୍ କେତେକ୍ କେତକ୍ ଲକ୍ମନ୍ ତାକେ ବିସ୍ବାସ୍ କଲାଇ । ପର୍ମେସର୍ ତାକେ ସର୍ଗେ ନେଲା ।”