17 ସେ ଆରି ତରେକ୍ କଇଲା, ତାକର୍ ପାପ୍ ଆରି କାରାପ୍ ଗୁନ୍ ଚଲନ୍ ମୁଇ ପାସ୍ରି ଜିବି ।
ମୁଇ ସେମନର୍ ସବୁ ପାପ୍ କେମା କର୍ବି ଆରି ସେମନ୍ କାଇ ଅନିଆଇ କଲାଟା ମିସା ମନେ ନ ଏତାଇ ।
ସେନ୍ତାରି ଏ ସବୁ ବିସଇ କେମା ଅଇଲାର୍ ପାଇ, ତାକର୍ ପାପ୍ ଦାରି ନେବାକେ ବଲି ଆରି ଦେବାକେ ନ ପଡେ ।