18 ସେନ୍ତାରି ଏ ସବୁ ବିସଇ କେମା ଅଇଲାର୍ ପାଇ, ତାକର୍ ପାପ୍ ଦାରି ନେବାକେ ବଲି ଆରି ଦେବାକେ ନ ପଡେ ।
ଗଟେକ୍ ବଲିର୍ଲାଗି ଆମେ ଜେତ୍କିଲକ୍ ପାପେଅନି ଦଇଅଇ ଆଚୁ, ସେ ଆମ୍କେ ସବୁଦିନର୍ ପାଇ ସିଦ୍ କରି ଆଚେ ।
ସେ ଆରି ତରେକ୍ କଇଲା, ତାକର୍ ପାପ୍ ଆରି କାରାପ୍ ଗୁନ୍ ଚଲନ୍ ମୁଇ ପାସ୍ରି ଜିବି ।
ଏ ମର୍ ବାଇବଇନିମନ୍, ଜିସୁର୍ ମରନର୍ ଲାଗି ଆମେ ଅଦିକ୍ ସୁକଲ୍ ଜାଗାଇ ପୁର୍ବାକେ ଆମ୍କେ ଅଦିକାର୍ ଆଚେ ।
ସେନ୍ତାରି ଜନ୍ ଲକ୍ମନ୍ ପର୍ମେସର୍କେ ଉପାସନା କର୍ତେରଇଲାଇ, ଜଦି ସେମନ୍ ତାକର୍ ପାପେ ଅନି ସୁକଲ୍ ଅଇତାଇ, ତେବେ ସେମନ୍କେ ତାକର୍ ପାପ୍ ଦସି ନ କରାଇତା । ଆରି ସବୁ ବଲିଦେବାଟା ସାରିଜାଇତା ।