ଏବ୍ରି 10:22 - ସତିଅର୍ ବାଟ୍ ନୁଆ ନିୟମ୍ 202022 ସେଟାର୍ପାଇ ତେବେ ଆସା, ଆମେ ସତଇସେ ମନ୍କରି ଆରି ଡାଟ୍ସଙ୍ଗ୍ ବିସ୍ବାସ୍ କରି ପର୍ମେସରର୍ ଲଗେ ଜୁ । ଆମର୍ ବିବେକ୍ ଆମ୍କେ ଦସ୍ ନ ଦେଲାପାରା କିରିସ୍ଟର୍ ବନିସଙ୍ଗ୍ ଚିଚିଅଇକରି ଦଇଅଇ ରଇବାର୍ ଆଚେ । ଆରି ଆମର୍ ଗାଗଡ୍ ସୁକଲ୍ ପାନିସଙ୍ଗ୍ ଦଇଅଇଲାପାରା ରଇବାର୍ ଆଚେ । အခန်းကိုကြည့်ပါ။ |
ମସାର୍ ନିୟମ୍ ଅବ୍କା ଗଟେକ୍ ବାନା ପାରା ରଇଲା । ଜନ୍ ନିକ ଆସିର୍ବାଦ୍ କିରିସ୍ଟ ଆମ୍କେ ଦେଇସି, ସେ ଆସିର୍ବାଦର୍ ଗୁନ୍ଚଲନ୍ ତେଇ ଡିସ୍ତେରଇଲା । ମାତର୍ ସେଟା ଆସିର୍ବାଦର୍ ସମାନ୍ ନଏଁ । ତେବର୍ପାଇ ନିୟମ୍ ମାଙ୍ଗ୍ଲା ଇସାବେ, ସେମନ୍ ସବୁ ବର୍ସେ ବଲି ସର୍ପାଇ ଅଇତେରଇଲାଇ । ମାତର୍ ସେ ସବୁ ବଲି ସରପ୍ବାଟା ପର୍ମେସର୍ଟାନେ ଆଇବା ଲକ୍ମନ୍କେ ସିଦ୍ କରିନାପାର୍ଲା ।