3 ମାତର୍ ସବୁ ବରସେ ସେ ସମାନ୍ ବେଲାଇ ବଲି ସର୍ପିଦେବାଟା କର୍ବାକେ ପଡ୍ଲା । ସେମନର୍ ପାପ୍ ରଇଗାଲା ଆଚେ ବଲି ସେମନ୍ ତେଇଅନି ଜାନ୍ଲାଇ ।
ଏଟା ମର୍ ବନି । ମୁନୁସ୍ମନର୍ ପାପ୍କେମାର୍ ଲାଗି ମୁଇ ମର୍ ଜନ୍ ବନି ଡାଲି ଦେବି ବଲି ଗାଲିନି, ସେଟା ପର୍ମେସର୍ ନୁଆ ନିୟମ୍ ଟିକ୍ କର୍ସି ।
ଏ ସବୁ ଗଟ୍ନା ଅଇବାବେଲେ ଜିସୁର୍ ସିସ୍ମନ୍ ପର୍ମେସରର୍ ସାସ୍ତରେ ଲେକାଅଇଲା ଗଟେକ୍ ବାକିଅ ଏତାଇଲାଇ । ତମର୍ ଗରର୍ ପାଇ ରଇବା ମର୍ ବକ୍ତି, ମର୍ ମନ୍ ବିତ୍ରେ ଜଇ ଲାଗ୍ଲା ପାରା ଲାଗ୍ଲାନି ।
ମାତର୍ ବିତ୍ରର୍ ଜାଗାଇ ବଡ୍ ପୁଜାରିସେ ଜିବାକେ ଅଦିକାର୍ ରଇଲା । ସେ ସିତି ବର୍ସେକ୍କେ ତରେକ୍ ସେ ଜାଇତେରଇଲା । ସେ ନିଜର୍ ପାଇ ଆରି ଲକ୍ମନ୍ ନ ଜାନିକରି କରିରଇବା ପାପ୍ ପାଇ ବନି ନେଇକରି ଜଦି ନ ପୁର୍ଲେ ସେ ଜାଇନାପାର୍ତେ ରଇଲା ।