ଏବ୍ରି 10:34 - ସତିଅର୍ ବାଟ୍ ନୁଆ ନିୟମ୍ 202034 ଆରି ବନ୍ଦି ଗରେ ରଇବା ତମର୍ ସଙ୍ଗାରିମନ୍କେ ଦୟା ଦେକାଇଲାସ୍ । ତମର୍ଟାନେ ଜେତ୍କି ରଇଲାଟା ସେମନ୍ ମାର୍ଦାର୍ କରି ନେଲାବେଲେ, ତମେ ସାର୍ଦାସଙ୍ଗ୍ ମୁର୍ଚି ରଇଲାସ୍ । କାଇକେବଇଲେ, ତମ୍କେ ତାର୍ତେଇଅନି ନିକଟା ଆରି ନ ସାର୍ବା ଦିନ୍ ଜାକ ରଇବା ଦନ୍ସଁପତି ଆଚେ ବଲି ଜାନିରଇଲାସ୍ । အခန်းကိုကြည့်ပါ။ |
ଏବେ ସର୍ଗେ ମର୍ପାଇ ଜିତ୍ଲା ମୁକୁଟ୍ ସଙ୍ଗଇଆଚେ । ଏ ମୁକୁଟ୍ ପର୍ମେସରର୍ ମୁଆଟେ ମୁଇ ଦରମ୍ ସଙ୍ଗ୍ ଚଲାଚଲ୍ତି କଲାର୍ପାଇ ଆଚେ । ମାପ୍ରୁ ଜେ କି କାକେ ଅନିଆଇ ନ କରି ବିଚାର୍ କର୍ସି, ତାର୍ ବିଚାର୍ନା ଦିନେ ସେ ମୁକୁଟ୍ ମକେ ପୁରୁସ୍କାର୍ ଇସାବେ ଦେଇସି । ସେଟା ଅବ୍କା ମର୍ପାଇ ନାଇ, ମାତର୍ ଜେତ୍କି ଲକ୍ ସେ ବାଉଡି ଆଇବାଟା ଜାଗିଆଚତ୍, ସେମନ୍କେ ସବୁକେ ଦେଇସି ।