7 ତାର୍ପଚେ ମୁଇ କଇଲି, ଏ ପରମେସର୍, ମର୍ ବିସଇ ନିୟମ୍ ବଇଟାନେ ଜେନ୍ତି ଲେକାଅଇଆଚେ, ସେ ଇସାବେ ତୁଇ ମନ୍ କଲାଟା ପୁରାପୁରୁନ୍ କର୍ବାକେ ରାଜିଆଚି ।
ଜିସୁ ସେମନ୍କେ କଇଲା, “ମକେ ପାଟାଇରଇବା ପର୍ମେସର୍ ମନ୍କଲାଟା ମାନିକରି ଆରି ସେ ଦେଇରଇବା କାମ୍ ପୁରାପୁରୁନ୍ କର୍ବାଟାସେ ମର୍ କାଦି ।
ମୁଇ ମର୍ ନିଜର୍ ଅଦିକାରେ କାଇଟା ମିସା କରିନାଇ, ବାବା ମକେ କେନ୍ତି କଇଲା ଆଚେ, ସେନ୍ତିସେ ବିଚାର୍ କର୍ବି । ଆରି ମୁଇ କର୍ବାଟା ଟିକ୍ସେ । କାଇକେବଇଲେ ମୁଇ ନିଜେ ମନ୍କଲାଟା ପୁରାପୁରୁନ୍ କର୍ବାକେ ନାଇ, ମାତର୍ ମକେ ପାଟାଇଲା ପର୍ମେସର୍ ମନ୍କଲାଟା ପୁରାପୁରୁନ୍ କଲିନି ।
କାଇକେବଇଲେ ମୁଇ ନିଜେ ମନ୍ କଲାଟା ପୁରାପୁରୁନ୍ କର୍ବାକେ ଆସି ନାଇ, ମାତର୍ ମକେ ପାଟାଇରଇବା ପର୍ମେସରର୍ ମନ୍କଲାଟା ପୁରାପୁରୁନ୍ କର୍ବାକେ ସର୍ଗେଅନି ଆସିଆଚି ।