8 ସେ ପର୍ତୁମ୍ କଇଲା, ତମେ ସର୍ପି ଦେବାଟା, କି ବେଦିଟାନେ ପଡାଇବାଟା, କି ପାପ୍ ଦାରିନେବା ପସୁମନର୍ ବନି ମନ୍ କରୁସ୍ ନାଇ । ଏ ସବୁ ବଲି ନିୟମ୍ ଇସାବେ ସର୍ପାଇ ଅଇରଇଲେ ମିସା, ସେ ଏନ୍ତାରି କଇଲା ।
ପର୍ମେସର୍କେ ସବୁ ମନ୍ଦେଇକରି ସବୁ ଚିନ୍ତା ଦେଇକରି ଆରି ସବୁ ବପୁ ଦେଇ ଆଲାଦ୍ କର୍ବାର୍ ଆଚେ ଆରି ନିଜ୍କେ ଆଲାଦ୍ କଲା ପାରା ବିନ୍ ଲକ୍କେ ମିସା ଆଲାଦ୍ କର୍ବାର୍ଆଚେ ବଲିକରି ତମେ କଇଲା କାତା ଟିକ୍ ସେ । ଆମେ ପର୍ମେସର୍କେ ଜେତେକ୍ ଅମ୍ କଲେ ମିସା ଆରି ଜେତେକ୍ କାଇଟା ପୁଜ୍ଲେ ମିସା, ଏ ଦୁଇଟା ଆଦେସ୍ ବେସି ମୁକିଅ ।” ବଲି କଇଲା ।
ସେ ଆମର୍ ଗୁନ୍ଚଲନ୍ ନିକ ନ ରଇଲାକେ, ମସା ଦେଇରଇବା ରିତିନିତି ମାନୁ ନାଇ । ତେଇ ନିୟମ୍ ସାଇଜ କରି ନାପାର୍ଲା । ମାତର୍ ସେଟା ପର୍ମେସର୍ କରିଆଚେ । ସେ ଆମର୍ ପାରା ପାପିମନର୍ ଗଟେକ୍ ଗାଗଡ୍ ଦାରାଇ ତାର୍ ପଅକେ ପାଟାଇଲା । ଆରି ସେ ଏନ୍ତାରିକରି ଆମର୍ ଉପ୍ରେ ରଇବା ପାପର୍ ସାସନ୍ କୁରୁପ୍ନାସ୍ କଲା ।
ଆମେ ଜାନିଆଚୁ ଜେ, କିରିସ୍ଟ ଏ ଜଗତେ ରଇଲାବେଲେ ସେ ତାର୍ ବାବା ପର୍ମେସର୍କେ କଇ ରଇଲା, ବଲି ଆରି ସର୍ପିଦେବାଟା ତୁଇ ମନ୍ କରୁସ୍ ନାଇ । ସେଟାର୍ପାଇ ତୁଇ ମର୍ପାଇ ଗଟେକ୍ ଗାଗଡ୍ ତିଆର୍ କଲୁସ୍ ।