ଏବ୍ରି 11:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ତେବେ ବିସ୍ବାସ୍ ଆଲେ କାଇଟା ? ଜନ୍ ବିସଇର୍ ପାଇ ଆମେ ଆସା କଲୁନି, ସେଟା ସିଦ୍ ଅଇସି ଆକା ବଲି ଆମର୍ ମନେ ଜାନ୍ବାଟା ଅଇଲାନି ବିସ୍ବାସ୍ । ଆରି ଜନ୍ଟା ଆମେ ଦେକି ନାପାରୁ, ସତଇସେ ଆଚେ ବଲି ଜାନ୍ବାଟା, ମିସା ବିସ୍ବାସ୍ । အခန်းကိုကြည့်ပါ။ |
ମୁଇ ପାଉଲ୍, ଏ ଚିଟି ଲେକ୍ଲିନି । ମୁଇ ପର୍ମେସର୍କେ ସେବାକରି ଜିସୁକିରିସ୍ଟର୍ ଗଟେକ୍ ପେରିତ୍ ଅଇଆଚି । ଜନ୍ ଲକ୍ମନ୍କେ ତାର୍ଟାନେ ଡାଟ୍ ସଙ୍ଗ୍ ବିସ୍ବାସ୍ କର୍ବାକେ ପର୍ମେସର୍ ବାଚ୍ଲା ଆଚେ, ଆରି ସେମନ୍ ଜେନ୍ତିକି ଜିସୁକିରିସ୍ଟର୍ ନିକ ସିକିଆ ବୁଜ୍ବାଇ, ସେନ୍ତାରି ଲକ୍ମନ୍କେ ସାଇଜ କର୍ବାକେ ମୁଇ ବାଚିଅଇଆଚି । ଏ ସିକିଆ ନିକସଙ୍ଗ୍ ଜାନ୍ଲେ, ପର୍ମେସର୍କେ ସାର୍ଦା କରାଇବା ପାରା ଚଲାଚଲ୍ତି କର୍ବାକେ ସେମନ୍ ସିକ୍ବାଇ ।
ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା ।
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।