11 ତାର୍ ବିସ୍ବାସର୍ ଲାଗି ଅବ୍ରାଆମ୍ ବେସି ଡକ୍ରା ରଇଲା ମିସା ଆରି ତାର୍ ମାଇଜି ସାଆରା ବାଞ୍ଜି ରଇଲେ ମିସା, ବାବା ଅଇଲା । ପର୍ମେସର୍ କାତା ଦେଇରଇଲାଟା ସିଦ୍ କର୍ସିଆକା ବଲି ସେ ଜାନିରଇଲା ।
ଆରି ଦେକ୍, ତର୍ ଲାଗାର୍ ଲିତାର୍ ଏଲିସାବେତ୍ ମିସା ଡକ୍ରି ବେଲେ ଗାଗ୍ଡେ ଆଚେ, ଜାକେ ଲକ୍ମନ୍ ବାଞ୍ଜି ବଲି କଇତେରଇଲାଇ । ତାକେ ଏବେ ଚ ମାସ୍ ଅଇଲାନି ।
ଏଟାର୍ ଅରତ୍ ଅଇଲାନି, ଗାଗଡ୍ ଦାରି ଜନମ୍ ଅଇବା ପିଲାଟକି ନାଇ । ଜେ କି ପରମେସରର୍ ପିଲାଟକିମନ୍ ଅଇବାଇ, ମାତର୍ ତାର୍ କାତା ଦେଇରଇବା ଇସାବେ ଜନମ୍ କରିରଇବା ପିଲାଟକିମନ୍ ତାର୍ ମୁଆଟେ ସତଇସେ ତାର୍ ପିଲାଟକି ବଲି ଏଜାଇ ଅଇବାଇ ।
ଜନ୍ଟା କୁଲିଆର୍ନିର୍ ପଅ, ସେ ମୁନୁସର୍ ମନ୍ କଲା ଇସାବେ ଜନମ୍ ଅଇଲା । ଜନ୍ଟା ବିବାଇ ମାଇଜିର୍ଟା, ପର୍ମେସର୍ କରିରଇବା ସପତ୍ ଇସାବେ ଜାତ୍ ଅଇଲାଟା ।
ଆମର୍ ଜନ୍ ଆସା ଉଁ, ବଲି ମାନିଆଇଲୁନି, ତାକେ ଡାଁଟ୍ କରୁ । ଆମେ ଅଇସି କି ନଏଁ ଆଲେ, ବଲି ନ ବାବୁ । କାଇକେବଇଲେ ପର୍ମେସର୍ ଜନ୍ ସପତ୍ କଲାଆଚେ, ସେଟା ସେ କର୍ସି ଆକା ।