12 ଅବ୍ରାଆମ୍ କୁଲ୍କୁଲା ଡକ୍ରା ଅଇଲାକେ ସେ ପିଲାଜିଲା କରି ନାପାର୍ଲା । ଅଇଲେମିସା ତାର୍ ନାତିତିତିମନ୍ ବାଦଲର୍ ତାରା ପାରା ଆରି ସମ୍ଦୁରେ ରଇବା ବାଲି ପାରା ଜବର୍ ଅଇଗାଲାଇ ।
ଆରି ଇସ୍ରାଏଲ୍ ବିସଇନେଇ ଜିସାୟ କଇଲା ଆଚେ, “ଇସ୍ରାଏଲିୟମନ୍ ସମ୍ଦୁରର୍ ବାଲିପାରା ଅଇଲେ ମିସା, ସେମନର୍ ବିତ୍ରେଅନି କେତେଲକ୍ସେ ମୁକ୍ତି ପାଇବାଇ ।
ତେଇଅନି ଜଗତର୍ ରାଇଜ୍ମନ୍କେ ନାଡାଇବାକେ, ଗୁଲାଇ ଜଗତେ ବିଚିଅଇରଇବା ରାଇଜ୍ମନ୍କେ ନାଡାଇବାକେ ସେ ବାରଇସି । ସେଟା ଅଇଲାନି ଗଗ୍ ଆରି ମାଗଗ୍ । ସଇତାନ୍ ସେମନ୍କେ ଜୁଇଦ୍ କର୍ବାକେ ରୁଣ୍ଡାଇସି । ସମ୍ଦୁରେ ରଇବା ବାଲି ଜେତ୍କି ଆଚେ, ସେତ୍କି ଲକ୍ ସେମନ୍ ରଇବାଇ ।