18 ତାର୍ ପଅ ଇସାକର୍ ଲାଗି, ତାର୍ ନାତିତିତିମନ୍ ଜବର୍ ଅଇଜିବାଇ ବଲି ପର୍ମେସର୍ ତାକେ କାତା ଦେଇରଇଲା ।
କି ଅବ୍ରାଆମର୍ କୁଟୁମର୍ ସବୁ ଲକ୍ ପରମେସରର୍ ପିଲାଟକି ନ ଅଅତ୍ । ପରମେସର୍ ଅବ୍ରାଆମ୍କେ କଇରଇଲା, “ମୁଇ ତର୍ ଜନ୍ କୁଟୁମର୍ ବିସଇନେଇ କାତା ଦେଇରଇଲି, ସେମନ୍ ଇସାକର୍ ଟାନେଅନି ଜାତ୍ ଅଇବାଇ ।”
ପର୍ମେସର୍ ପୁର୍ବେ ବିନ୍ ବିନ୍ ବେଲାଇ ଆରି ବିନ୍ ବିନ୍ ବାଟେ ବବିସତ୍ବକ୍ତା ମନ୍କେ ପାଟାଇକରି, ଆମର୍ ଆନିଦାଦିମନର୍ ସଙ୍ଗ୍ କାତା ଅଇଲା ।