ଏବ୍ରି 11:6 - ସତିଅର୍ ବାଟ୍ ନୁଆ ନିୟମ୍ 20206 ତେବର୍ପାଇ ଜନ୍ ଲକ୍ମନ୍ ପର୍ମେସରର୍ ଲଗେ ଆଇବାକେ ମନ୍ କଲାଇନି, ପର୍ମେସର୍ ଆଚେ ବଲି ବିସ୍ବାସ୍ କର୍ବାର୍ ଆଚେ । ଜେତ୍କି ଲକ୍ମନ୍ ତାକେ କଜ୍ବାଇ, ସେ ସେମନର୍ ଆସା କଲାଟା ପୁରାପୁରୁନ୍ କର୍ସି । အခန်းကိုကြည့်ပါ။ |
ମାତର୍ ଜେ ମର୍ସଙ୍ଗ୍ ଆଇବାକେ ଡର୍ବାଇ, ଆରି ବିସ୍ବାସ୍ ନ କରତ୍, ଜାର୍ ଚଲାଚଲ୍ତି କାରାପ୍, ଜେ କି ନର୍ମାରୁମନ୍ ଆଚତ୍, ଜନ୍ ଲକ୍ମନ୍ କାରାପ୍ ରିତିନିତି ଅବିଆସ୍ କର୍ବାଇ, ଜନ୍ଲକ୍ମନ୍ ମଁତର୍ ଜଁତର୍ କର୍ବାଇ ଆରି ଜନ୍ ଲକ୍ମନ୍ ମିଚ୍ ଦେବ୍ତାମନ୍କେ ଜୁଆର୍ କର୍ବାଇ, ଆରି ଜେତ୍କି ସବୁ ମିଚୁଆମନ୍ ରଇବାଇ, ତାକର୍ ସେସର୍ ବେଲା ଏନ୍ତାରି ଅଇସି । ସେମନ୍କେ ଲାଗ୍ତେରଇବା ଗନ୍ଦ୍ଟାନେ ପିଙ୍ଗା ଅଇସି । ସେଟା ଅଇଲାନି ପଚର୍ ମରନ୍ ।