ଏବ୍ରି 11:7 - ସତିଅର୍ ବାଟ୍ ନୁଆ ନିୟମ୍ 20207 ନଅର୍ ବିସଇ ବାବିଦେକା । ତାର୍ ବିସ୍ବାସର୍ ଲାଗି ପଚ୍କେ ଅଇବା ବିସଇ ପର୍ମେସର୍ ତାକେ ଜାଗ୍ରତ୍ କରାଇଲାକେ, ସେ କାତା, ସେ ଏଲାକରେ ନାଇ । ତାର୍ ଆଗ୍ତୁ ସେ ସେନ୍ତାରିଟା କାଇଟା ନ ଦେକିରଇଲେ ମିସା, ସେ ବିସ୍ବାସ୍ କଲା । ତାର୍ପଚେ ସେ ଆରି ତାର୍ କୁଟୁମ୍ ରକିଆ ପାଇବାକେ ଗଟେକ୍ ବଡ୍ ଡଙ୍ଗା ତିଆର୍ କଲା । ତାର୍ ବିସ୍ବାସର୍ ଲାଗି ପର୍ମେସର୍ ତାକେ ଦରମ୍ ଲକ୍ ବଲି ଏଜ୍ଲା, ମାତର୍ ବିନ୍ଲକ୍ମନ୍କେ ଦସି କଲା । အခန်းကိုကြည့်ပါ။ |
ସୁନତ୍ ଅଇବା ଆଗ୍ତୁ, ଅବ୍ରାଆମର୍ ବିସ୍ବାସ୍ ଲାଗି ପରମେସର୍ ତାକେ ଦରମ୍ ଲକ୍ ଇସାବେ ଡାକି ରଇଲା । ଏଟା ଜାନାଇବାକେ ଗଟେକ୍ ଚିନ୍ପାରା ଅବ୍ରାମ୍ ଏ ସୁନତ୍ବିଦି କର୍ବାଟା ନାମି ରଇଲା । ଜେନ୍ତାର୍କି ଜନ୍ ଲକ୍ମନ୍ ସୁନତ୍ ନ ଅଇକରି ମିସା, ବିସ୍ବାସ୍ କର୍ବାଇ, ସେମନ୍ ଦରମ୍ଲକ୍ ବଲି ଏଜାଇ ଅଇବାଇ । ସେଟାର୍ପାଇ ଗାଗଡ୍ ଇସାବେ ଅବ୍ରାଆମ୍ ସେମନର୍ ବାବା ବଲାଇଅଇସି,
ମାତର୍ ତାକର୍ ସେବା କର୍ବା ଜାଗା ସର୍ଗେ ରଇବା ସତ୍ ବିସଇ ଅବ୍କା ଗଟେକ୍ ଚାଇପାରା । ସମାନ୍ ସେନ୍ତାରିସେ ମସାର୍ ବେଲେ ଅଇଲା । ସେ ଜେଡେବଲ୍ ଗଟେକ୍ ତୁମ୍କୁଡିଆ ତିଆର୍ କର୍ବାକେ ଜାଇତେରଇଲା, ପରମେସର୍ ତାକେ ତିଆର୍ଲା, “ଜାଗ୍ରତ୍ ! ତୁଇ ସୁକଲ୍ ତୁମ୍କୁଡିଆଇ ଜେତ୍କି କର୍ସୁ ବଇଲେ, ମୁଇ ତକେ ସେଟା ପର୍ବତେ ଦେକାଇଲା ରକାମ୍ କର୍ବାର୍ ଆଚେ ।”
ମୁଇ ସିମନ୍ ପିତର୍, ଜିସୁକିରିସ୍ଟର୍ ଗଟେକ୍ ଗତିଦାଙ୍ଗ୍ଡା ଆରି ପେରିତ୍ ଅଇଆଚି । ଆମେ ଜେନ୍ତି ଜିସୁକିରିସ୍ଟକେ ବିସ୍ବାସ୍ କରିଆଚୁ, ସେନ୍ତାରି ବିସ୍ବାସ୍ କର୍ବା ଲକ୍ମନ୍କେ ଏ ଚିଟି ଲେକ୍ଲିନି । ସେ ଆମର୍ ପର୍ମେସର୍ ଆରି ମୁକ୍ତିକାରିଆ । ତାକେ ବିସ୍ବାସ୍ କର୍ବାକେ ସେ ଆକା ଆମ୍କେ ବପୁଦେଲାଆଚେ । ସେ କର୍ବା ସବୁ କାମ୍ ଟିକ୍ ଆରି କାଇ ଅନିଆଇ ନାଇ । ।
ଆଗର୍କାଲେ ବଁଚିରଇବା ଲକ୍ମନ୍ ପର୍ମେସର୍କେ ମାନିକରି ରଅତ୍ନାଇକେ, ସେ ସେମନ୍କେ ଡଣ୍ଡ୍ ନ ଦେଇକରି ଚାଡେନାଇ । ତାର୍ବାଦୁଲେ ସେମନର୍ପାଇ ବନିଆ ଆନାଇଲା । ତେଇ ସବୁଲକ୍ ବୁଡିଗାଲାଇ । ମାତର୍ ସେ ନଅ ଆରି ତାର୍ କୁଟୁମର୍ ସାତ୍ଲକ୍କେ ସେ ରକିଆ କଲା । ସେବେଲେ ନଅ ପର୍ମେସର୍ ଦେକ୍ବା ଇସାବେ ଟିକ୍ ବିସଇ କର୍ବାର୍ ଆଚେ ବଲି ଲକ୍ମନ୍କେ କଇତେରଇଲା ।