ଏବ୍ରି 12:1 - ସତିଅର୍ ବାଟ୍ ନୁଆ ନିୟମ୍ 20201 ଏବେ ଆମେ ସବୁ ଆରାଜିତାଟାନେ ପାଲାଇବା ଲକ୍ମନର୍ପାରା ଆଚୁ । ଆମର୍ ଚାରିବେଟ୍ତି ଗଟେକ୍ ବଡ୍ ଦଲର୍ ସାକିମନ୍ ଦେକ୍ଲାଇନି । ତେବର୍ପାଇ ଜନ୍ଟାମନ୍ ଆମ୍କେ ବାଦା ଦେଲାନି, ଆରି ଜନ୍ ପାପ୍ମନ୍ ଆମ୍କେ ପଚ୍କେ ଜିକ୍ଲାନି, ସେଟା ସବୁ ବେଟି ପିଙ୍ଗିଦେବାର୍ । ଜନ୍ ଆରାଜିତା ଅଇ ପାଲାଇବାଟା ପର୍ମେସର୍ ଆମର୍ ମୁଆଟେ ସଙ୍ଗଇଆଚେ, ତେଇ ଆମେ ମୁର୍ଚିକରି ପାଲାଇ ସାରାଇଦେଉଁ । အခန်းကိုကြည့်ပါ။ |
“ମୁଇ ଜଅନ୍, ତମର୍ ବିସ୍ବାସର୍ ଲାଗି ବାଇ ଅଇଲିଆଚି । ଜିସୁର୍ ସଙ୍ଗ୍ ଆମେ ମିସିଆଚୁକେ, ତାର୍ ରାଇଜେ ରଇବା ଲକ୍ମନର୍ପାଇ ଆସିରଇବା ସବୁ ଦୁକ୍ କସ୍ଟଟାନେ ମୁଇ ତମର୍ ସଙ୍ଗ୍ ମୁର୍ଚିକରି ଆଚି । ଚାରିବେଟ୍ତି ସମ୍ଦୁର୍ ରଇକରି ମଜାଇ ରଇବା ପାତ୍ମସ୍ ବଲି ଗଟେକ୍ ରାଇଜେ ମକେ ନେଇରଇଲା । ମୁଇ ପର୍ମେସରର୍ କାତା ଆରି ଜିସୁ ଦେଇରଇବା ସିକିଆ ଜାନାଇରଇଲିଜେ, ମକେ ସେନ୍ତାରି କଲା ।